ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ ତାରିଖରେ କଂଗ୍ରେସର ଓଡିଶା ବନ୍ଦ Odiaଓଡ଼ିଶା By The Newsroom Network On Feb 9, 2021 Share ଭୁବନେଶ୍ୱର- ଆସନ୍ତା ୧୫ ତାରିଖରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ପେଟ୍ରୋଲ ଓ ଡିଜେଲ ଦର ଅତ୍ୟଧିକ ବୃଦ୍ଧି ପାଇଥିବା ପ୍ରତିବାଦରେ କଂଗ୍ରେସ ଆସନ୍ତା ୧୫ ତାରିଖରେ ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ଓଡିଶା ବନ୍ଦ କରିବ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି । OPCC PresidentOPCC President Niranjan PatnaikPetrol Diesel Prices Hiked Share FacebookTwitterGoogle+WhatsAppEmailPinterestFacebook MessengerLinkedin
Comments are closed.