ଚଳିତମାସ ରବିବାର ଓ ଅନ୍ୟ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ Odiaଓଡ଼ିଶା By Newsroom Odisha Network On Jan 6, 2024 Share ଭୁବନେଶ୍ୱର – ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। Share FacebookTwitterGoogle+WhatsAppEmailPinterestFacebook MessengerLinkedin
Comments are closed.