ସିବିଆଇ, ଇଡି ବିରୋଧରେ ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ଗୃହୀତ
କୋଲକାତା: ରାଜ୍ୟରେ କେନ୍ଦ୍ରୀୟ ଏଜେନ୍ସି ଗୁଡ଼ିକର “ଅତ୍ୟଧିକ ସକ୍ରିୟତା" କୁ ବିରୋଧ କରି ପଶ୍ଚିମବଙ୍ଗ ବିଧାନସଭାରେ ଏକ ପ୍ରସ୍ତାବ ଗୃହୀତ ହୋଇଛି । ଏହି ପ୍ରସ୍ତାବ ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ମୁଁ ଭାବୁନାହିଁ ଯେ ପ୍ରଧାନମନ୍ତ୍ରୀ ମୋଦୀ ସିବିଆଇ, ଇଡିର ଦୁରୁପଯୋଗ…