ସ୍କୁଲ ରୂପାନ୍ତରଣରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ, ଦେଖୁଛନ୍ତି ସୁନେଲି ଭବିଷ୍ୟତର ସ୍ବପ୍ନ

ଭୁବନେଶ୍ୱର: ଆମେ ଏବେ ବଡ ବଡ ସ୍ବପ୍ନ ଦେଖିପାରୁଛୁ ଏବଂ ସଫଳ ହେବୁ ବୋଲି ମଧ୍ୟ ଭାବୁଛୁ। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମତରୁ ଏହା ସ୍ପଷ୍ଟ ହୋଇଛି ଯେ ସେମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ବାସ ସୃଷ୍ଟି…