ଆଜି ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର - ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ଉତ୍ସବ। ଆଜି ଦ୍ବିତୀୟ ଦିନରେ ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିମଧ୍ୟରେ ରହିଛି କୋରାପୁଟ ଜିଲ୍ଲାରେ ୫୮, ବଲାଙ୍ଗୀରର ୧୦୦,…