ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ପରଲୋକ

ଚଣ୍ଡୀଗଡ଼ - ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳର ନେତା ପ୍ରକାଶ ସିଂହ ବାଦଲଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଅସୁସ୍ଥତା ଓ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏହି ମାସ ୨୧ ତାରିଖରେ ମୋହାଲିର ଫୋର୍ଟିସ…