ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଆଜି ୪ଟି ଜିଲ୍ଲାର ୩୫୭ଟି ସ୍କୁଲ ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି…