ଜିଲ୍ଲା ସ୍ତରୀୟ ଜନଆରୋଗ୍ୟ ସମିତି ସମ୍ମିଳନୀ

ବରଗଡ: ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ବାସ୍ଥ୍ୟ ଅଧିକାରୀ ଡ଼.ଚାରୁବାଳା ରଥଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଆଶା,ଗାଁ କଲ୍ୟାଣ ସମିତି,ମହିଳା ଆରୋଗ୍ୟ ସମିତି ଓ ଜନ ଆରୋଗ୍ୟ ସମିତିର ସମ୍ମିଳନୀ ଆୟୋଜିତ ହୋଇଯାଇଛି। ପ୍ରାରମ୍ଭରେ ମୁଖ୍ୟ…