ଆସନ୍ତାକାଲି ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ପ୍ରସ୍ତୁତି ବୈଠକ 

ଭୁବନେଶ୍ୱର - ଆସନ୍ତାକାଲି ବସିବ ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ପ୍ରସ୍ତୁତି ବୈଠକ। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ଲୋକସଭା ଭବନରେ ବୈଠକ ବସିବ । ପୂର୍ବରୁ କେବଳ ଅକ୍ଟୋବରରୁ ନଭେମ୍ବର ମାସ ମଧ୍ୟରେ ବାତ୍ୟା ଆସୁଥିଲା । ହେଲେ ଗତ କିଛି ବର୍ଷର…