ବିଗିଡିଲା ସିସୋଦିଆଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଜେଲରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ି ଯାଇଛି । ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସିସୋଦିଆଙ୍କ ପତ୍ନୀ 'ମଲ୍ଟିପଲ୍ ସ୍କ୍ଲେରୋସିସ୍' ନାମକ ଏକ ରୋଗରେ ପୀଡିତ | ଏହି ରୋଗ ଦ୍ବାରା ଶରୀର ଉପରେ…