ଝାରସୁଗୁଡ଼ା ଉପନିର୍ବାଚନରେ ୯ ପ୍ରାର୍ଥୀ

ଝାରସୁଗୁଡ଼ା - ଝାରସୁଗୁଡ଼ା ଉପନିର୍ବାଚନରେ ୯ ଜଣ ପ୍ରାର୍ଥୀ ରହିଛନ୍ତି । କେବ ଜଣେ ପ୍ରାର୍ଥୀ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେସ୍ବାଧୀନ ପ୍ରାର୍ଥୀ ଭୁବନେଶ୍ବର ଗର୍ଡ଼ିଆ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଛନ୍ତି । ଗର୍ଡ଼ିଆଙ୍କ…