ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ ପାଇଁ ଭାରତୀୟ ଦଳ ଘୋଷିତ, ରାହାଣେ ଫେରିଲେ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ୍ ଫାଇନାଲ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଦୀର୍ଘ ଦିନ ପରେ ଦଳକୁ ଫେରିଛନ୍ତି ଅଜିଙ୍କ୍ୟ ରାହାଣେ । ଆହତ ରିଷଭ ପନ୍ତ, ଶ୍ରେୟାସ ଆୟର ଏବଂ ଜସପ୍ରୀତ ବୁମରାଙ୍କୁ ସ୍ଥାନ ମିଳି ନାହିଁ । ପ୍ରାୟ ଏକ ବର୍ଷ ପରେ ଅଜିଙ୍କ୍ୟ…