ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡ଼ିୟମ ଭୁବନେଶ୍ୱର ଠାରେ ଶାରୀରିକ ଶିକ୍ଷା ଶିକ୍ଷକମାନଙ୍କର ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କର ଶିକ୍ଷା ପରାମର୍ଶଦାତା ଉପେନ୍ଦ୍ର ନାଥ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶାରୀରିକ…