ବ୍ରିଟେନ ପ୍ରଧାନମନ୍ତ୍ରୀ ରେସ : ରିଷି ସୁନକ ଓ ଲିଜ ଟ୍ରସଙ୍କ ମଧ୍ୟରେ ଚୂଡାନ୍ତ ମୁକାବିଲା

ଲଣ୍ଡନ - ବ୍ରିଟେନ ପ୍ରଧାନମନ୍ତ୍ରୀ ପଦ ପାଇଁ ଚୟନ ପ୍ରକିୟା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ହେଲେ ପୂର୍ବତନ ଅର୍ଥମନ୍ତ୍ରୀ ଭାରତୀୟ ବଂଶୋଦ୍ଭବ ରିଷି ସୁନକ ଓ ବୈଦେଶିକ ସଚିବ ଲିଜ୍ ଟ୍ରସଙ୍କ ମଧ୍ୟରେ ହେବ ପ୍ରଧାନମନ୍ତ୍ରୀ ପଦ ପାଇଁ ମୁକାବିଲା । ଏହି ଦୁଇଜଣଙ୍କ ମଧ୍ୟରୁ ଜଣକୁ ବ୍ରିଟିଶ…