ହୀରାକୁଦ ବନ୍ୟାଜଳ ନିଷ୍କାସନ ନେଇ ଆଗୁଆ ସତର୍କ ସୂଚନା ଜାରି କଲେ କର୍ତ୍ତୃପକ୍ଷ

ସମ୍ବଲପୁର : ପ୍ରତିବର୍ଷ ଭଳି ଆଗାମୀ ବର୍ଷା ଋତୁରେ ଯେ କୌଣସି ସମୟରେ ହୀରାକୁଦ ବନ୍ଧରୁ ବନ୍ୟାଜଳ ନିଷ୍କାସନ ହୋଇପାରେ । ଏଥିପାଇଁ ଆଜି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ଆଗୁଆ ସତର୍କ ସୂଚନା ଜାରି କରିଛନ୍ତି । ଏକ ବର୍ଷା ଦିନରେ ମହାନଦୀର ଶଯ୍ୟରେ ଚଳାଚଳ ଓ ଅନ୍ୟାନ୍ୟ ବ୍ୟବହାର ଉପରେ ସତର୍କତା…

ବାତ୍ୟା ପରବର୍ତ୍ତୀ ମରାମତି ଓ ପୁନରୁଦ୍ଧାର ପାଇଁ ଓଡିଶା ସରକାରଙ୍କ ସ୍ପେଶାଲ୍ ଲେବର ରେଟ୍

ଭୁବନେଶ୍ୱର- ବାତ୍ୟା ୟାସ୍ ପରବର୍ତ୍ତୀ ମରାମତି ଓ ପୁନଃଉଦ୍ଧାର କାର୍ଯ୍ୟ ପାଇଁ ଓଡିଶା ସରକାର ସ୍ୱତନ୍ତ୍ର ଲେବର ରେଟ୍ ଘୋଷଣା କରିଛନ୍ତି । ଅଣକୁଶଳୀ ଶ୍ରମିକଙ୍କ ପାଇଁ ୪୬୨ ଟଙ୍କା, ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ପାଇଁ ୫୨୨ ଟଙ୍କା ଓ କୁଶଳୀ ଶ୍ରମିକଙ୍କ ପାଇଁ ୫୯୭ ଟଙ୍କା ଘୋଷଣା କରାଯାଇଛି । ଶ୍ରମ…

ବାତ୍ୟା ମୁକାବିଲା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି କେନ୍ଦ୍ର ଗୃୃହମନ୍ତ୍ରୀଙ୍କୁ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବାତ୍ୟା ୟାଶ୍ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଆଲୋଚନା କରିଛନ୍ତି । ବାତ୍ୟା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ ଅଛି । ରାଜ୍ୟର ଅଧିକାରୀମାନେ କେନ୍ଦ୍ର ଅଧିକାରୀଙ୍କ ସହ ଯୋଗାଯୋଗରେ ଥିବା ଶାହଙ୍କୁ କହିଛନ୍ତି…

ବାତ୍ୟା ୟାଶ୍ ମୁକାବିଲା ପାଇଁ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ସମୀକ୍ଷା ବୈଠକ

ପୁରୀ – ମାଡି ଆସୁଥିବା ବାତ୍ୟା ୟାଶ୍‌କୁ ଦୃଷ୍ଟିରେ ରଖି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକାଧିକ ନିଷ୍ପତ୍ତି ନିଆଯାଇଛି । ନୀଳାଦ୍ରି ଭକ୍ତ ନିବାସରେ…