ସମ୍ଭାବ୍ୟ ବାତ୍ୟା ୟସର ମୁକାବିଲା ପ୍ରସ୍ତୁତି ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟା ୟସ୍ ଦୃଷ୍ଟିରୁ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟାସ୍ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିବେ ।
ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ଏସଆରସି ଓ ଅନ୍ୟ…