ରାଜ୍ୟରେ ଆଉ ୨୭ ଜଣଙ୍କ କୋରୋନାରେ ମୃତ୍ୟୁ
ଭୁବନେଶ୍ୱର- ରାଜ୍ୟରେ ଆଉ ୨୭ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଛି । ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୪୩୦କୁ ବୃଦ୍ଧି ପାଇଛି । ଗତ ୨୪ ଘଂଟାରେ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣେ ଲେଖାଏଁ ପ୍ରାଣ…