ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: କୋଭିଡ଼ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି ।
ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ…