ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର 

ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ…