ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି। ପୁରୀ…

ଗଞ୍ଜାମ ଗଡ ସୁଦୃଢ କରିବାକୁ ନବୀନଙ୍କ ପରାମର୍ଶ, ନେତାଙ୍କୁ ଦେଲେ ଗୁରୁମନ୍ତ୍ର

ଭୁବନେଶ୍ୱର: ଆଜି ନବୀନ ନିବାସରେ ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ନେତାମାନେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଜିଲ୍ଲାରେ ଦଳର ସାଂଗଠନିକ ସ୍ଥିତି,ଚାଷୀ ସମସ୍ୟା,ଓ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ସମ୍ପର୍କ ରେ ଆଲୋଚନା କରିଥିଲେ। ଜିଲ୍ଲାରେ ଦଳର…