ଦିନ ସାଢେ ୧୧ ସୁଦ୍ଧା ରାଜ୍ୟର ବିଭିନ୍ନ ସହରରେ ତାପମାତ୍ରା ସାମାନ୍ୟ ହ୍ରାସ, ଭୁବନେଶ୍ୱର ଉତ୍ତପ୍ତ ସହର

ଭୁବନେଶ୍ୱର - ଆଜି ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍ ରହିଛି। ଆଜି ଦିନ ୧୧ଟା ୩୦ ସୁଦ୍ଧା କୈାଣସି ସହରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିନାହିଁ। ୩୯ .୪ ସହ ଭୁବନେଶ୍ବର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ବାଲେଶ୍ଵରରେ ୩୯ ଡିଗ୍ରୀ ସେଲସିୟସ, ପାରାଦ୍ୱୀପରେ ୩୮.୮,…

ଓଆରଏଚଡିସି ଦୁର୍ନୀତି ମାମଲାରେ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/କଟକ - ବହୁଚର୍ଚ୍ଚିତ ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ବିକାଶ ନିଗମ ଲିମିଟେଡ୍ -ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି। ଏହି ମାମଲାରେ ମୋକିମଙ୍କୁ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହ ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ…