ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ଧକ୍କା, ୧୦ ମୃତ

କ୍ବାଲାଲମପୁର: ମଝି ଆକାଶରେ ଦୁଇ ହେଲିକପ୍ଟର ମଧ୍ୟରେ ଧକ୍କା ଯୋଗୁଁ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମାଲେସିଆର ଲୁମୁଟରେ ମଙ୍ଗଳବାର ଘଟିଛି ଏହି ଦୁର୍ଘଟଣା ।‌ ଏହି ଦୁଃଖଦ ଘଟଣାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ୍ ହୋଇଛି । ଦୁର୍ଘଟଣାଗ୍ରସ୍ତ ଦୁଇ ହେଲିକପ୍ଟର ମାଲେସିଆ ନୌସେନା। ମାଲେସିଆ…