ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ 'ନ୍ୟାୟ ସଂହିତା ପ୍ରଦର୍ଶନୀ'ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ…