ନବ ଦାସ ହତ୍ୟାକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ପ୍ରକୃତ ଦୋଷୀ ବିରୋଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆଜି ନବଙ୍କ ପତ୍ନୀ ମୀନତିଙ୍କୁ ଏହି ଆଶ୍ବାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଲୋକସେବା ଭବନରେ ଶ୍ରୀ ମାଝୀଙ୍କୁ ଭେଟିବା ଅବସରରେ ମୀନତିଙ୍କୁ…