ଓଡିଶା: ପାଞ୍ଚଟି ବିଭାଗରେ ୮୧୨ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ ନିଜକୁ ଜନସାଧାରଣଙ୍କର ସେବକ ଭାବେ ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷାକୁ ପୂରଣ କରିବା ଏବଂ ସେମାନଙ୍କ ସମସ୍ୟା ସମାଧାନ ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ହୋଇ ରହିବା ଆବଶ୍ୟକ। ଆପଣମାନେ ଲୋକଙ୍କ ସେହି…