ଶ୍ରୀ ମନ୍ଦିରରେ ଦେବ ଦୀପାବଳୀ

ଶ୍ରୀମନ୍ଦିର ଅନନ୍ୟ ପରମ୍ପରାରେ ସ୍ୱୟଂ ଶ୍ରୀଜଗନ୍ନାଥ ମହାପ୍ରଭୁ ନିତ୍ୟ ମାନବୀୟ ଲୀଳା କରୁଛନ୍ତି। ନିଜର ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମାର୍ଗଶୀର କୃଷ୍ଣ ଚତୁର୍ଦଶୀ , ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ଏହି ୩ ଦିନ ଦୀପଦାନ କରିଥାନ୍ତି। ଏହି ପିତୃପୁରୁଷଙ୍କ ମଧ୍ୟରେ ଅଦିତି-କଚ୍ଛପ,…