ସୁଶୀଲ କୁମାରଙ୍କ ବିରୋଧରେ ଲୁକ୍ ଆଉଟ୍ ନୋଟିସ୍ ଜାରି କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ: ଜଣେ ଯୁବ ରେସଲରଙ୍କ ହତ୍ୟା ଘଟଣାରେ ଦୁଇ ଥରର ଅଲିମ୍ପିକ୍ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୋଧରେ ଦିଲ୍ଲୀ ପୋଲିସ୍ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି । ଛତ୍ରାଶଲ ଷ୍ଟାଡିୟମରେ ଗତ ସପ୍ତାହରେ ଏକ ଗଣ୍ଡଗୋଳ ମାମଲାରେ ୨୩ ବର୍ଷୀୟ ରେସଲର ସାଗର ରାଣାଙ୍କ ମୃତ୍ୟୁ ହୋଇଥିଲା । ଏହି…