ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଉପରେ ଲାଗିପାରେ ରୋକ୍, ମେ ୧୭ରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣର ଭୟଙ୍କର ଦ୍ୱିତୀୟ ଲହରୀ ମଧ୍ୟରେ ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧୀନରେ ନୂଆ ସଂସଦ ଭବନର ନିର୍ମାଣ କାର୍ଯ୍ୟ ଚାଲିଛି । ଏହିସବୁ କାର୍ଯ୍ୟ ବନ୍ଦ କରିବା ପାଇଁ ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିସନ୍ ଦାୟର…