ଭାରତରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ପାର୍
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣର ପ୍ରକୋପ ଜାରି ରହିଛି । କ୍ରମାଗତ ସପ୍ତମ ଦିନ ଦେଶରେ ସାଢ଼େ ତିନି ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଆସିଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୩,୫୭,୨୨୯ ନୂଆ ମାମଲା ସାମ୍ନାକୁ ଆସିଛି । ଏଥିସହ ଭାରତ ସଂକ୍ରମଣରେ ଆଉ ଏକ ଅଲୋଡ଼ା ରେକର୍ଡ ସୃଷ୍ଟି କରିଛି । ଆମେରିକା…