କରୋନା ସୁନାମି: ଭାରତରେ ଦୁଇ ଲକ୍ଷ ଟପିଲା ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ : ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ଟପିଛି । ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୩୨୮୬ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ଦୁଇ ଲକ୍ଷ ଅତିକ୍ରମ କରିଛି ।
ଭାରତ ବିଶ୍ୱର ଚତୁର୍ଥ ଦେଶ ଯେଉଁଠାରେ କରୋନାରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ…