କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୩ ରୋଗୀ ମୃତ
ମୁମ୍ବାଇ: ମହାରାଷ୍ଟ୍ରର ପାଲଘର ଜିଲ୍ଲାର ବିରାରସ୍ଥିତ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଯୋଗୁଁ ୧୩ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ବିରାର ପଶ୍ଚିମସ୍ଥିତ ବିଜୟ ବଲ୍ଲଭ ହସ୍ପିଟାଲର ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବିରାର ମ୍ୟୁନିସିପାଲିଟି କର୍ପୋରେସନ ପକ୍ଷରୁ କୁହାଯାଇଛି ଯେ ଏହି…