ଚଳିତ ମାସ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ରାଜ୍ୟରେ ଶୀର୍ଷରେ ରହିବ କୋରୋନା ସଂକ୍ରମଣ

ଭୁବନେଶ୍ୱର- ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଓଡିଶାରେ କୋରୋନା ସଂକ୍ରମଣ ଶୀର୍ଷରେ ରହିପାରେ । ରାଜ୍ୟରେ କୋଭିଡ ସ୍ଥିତି ନେଇ ଡିଏମଇଟି ସି.ବି.କେ ମହାନ୍ତି ଏହି ସୂଚନା ଦେଇଛନ୍ତି । ତେବେ, ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ବୋଲି ମହାନ୍ତି କହିଛନ୍ତି…

କୋରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମାଟ୍ରିକ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ଘୋଷଣା କରିଛନ୍ତି । କୋଭିଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ବୋର୍ଡ…

ଏପ୍ରିଲ୍ ୩୦ ଯାଏଁ ବ୍ରିଟେନକୁ ବିମାନସେବା ବାତିଲ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ: ଭାରତରେ କରୋନା ମହାମାରୀକୁ ନେଇ ବ୍ରିଟେନ ଯାତ୍ରୀମାନଙ୍କ ଆଗମନକୁ ବାରଣ କରିଛି। ଏବେ ଏୟାର ଇଣ୍ଡିଆ ୨୪ ରୁ ୩୦ ଏପ୍ରିଲ ପର୍ଯ୍ୟନ୍ତ ବ୍ରିଟେନକୁ ବିମାନସେବା ବାତିଲ କରିଦେଇଛି। ଏୟାର ଇଣ୍ଡିଆ ପକ୍ଷରୁ ଏହି ସୂଚନା ଦେଇଛି। ଏୟାର ଇଣ୍ଡିଆ କହିଛି, "ଯେଉଁ ଯାତ୍ରୀମାନେ ଭାରତ ଏବଂ…

ଆଜିଠାରୁ ବ୍ରହ୍ମପୁର ସହରରେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଂଚ ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର - ଆଜିଠାରୁ ବ୍ରହ୍ମପୁର ମହାନଗର ଅଂଚଳରେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଂଚ ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଂ ୧୧୨ଟି ଟିମ ଗଠନ ହୋଇଛି । ଏଏନଏମ, ଅଙ୍ଗନବାଡି କର୍ମୀ ଓ ଆଶା ଦିଦିଙ୍କୁ ନେଇ ଗଠିତ ହୋଇଛି ୧୧୨ଟି ଟିମ୍ । ଥର୍ମାଲ ସ୍କ୍ରିନିଂ, ଅକ୍ସିଜେନ ଯାଂଚ ସହ କୋରୋନା…

ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ

ଭୁବନେଶ୍ୱର- ରାଜ୍ୟରେ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏହି ଘୋଷଣା କରିଛନ୍ତି । କୋଭିଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ବୋର୍ଡ ପରୀକ୍ଷା ସ୍ଥଗିତ ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ ।…

ଦନ୍ତା ଆକ୍ରମଣରେ ୪ ମୃତ

ବଲାଙ୍ଗିର/ବରଗଡ : ଦନ୍ତା ଆକ୍ରମଣରେ ୨ଟି ଘଟଣାରେ ୪ଜଣଙ୍କ ମ୍ରୁତ୍ୟୁ ହୋଇଛି । ବଲାଙ୍ଗିର ଆଗଲପୁର ବ୍ଲକ ଦରଲିପାଲି ଗାଁରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଦର୍ଲିପାଲି ଗାଁର ବିରଞ୍ଚି ସାହୁ(୫୫) ବୋଲି ଜଣାପଡିଛି । ସେହିପରି ବରଗଡ଼ ଜିଲ୍ଲା ଗାଇସିଲାଟ ବ୍ଲକରେ ଦନ୍ତାର…

ରାମ ନବମୀରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କୋରୋନା ସଂକଟ ଶୀଘ୍ର ଦୂର ହେବା ନେଇ ଆଶା

ଭୁବନେଶ୍ୱର - ପବିତ୍ର ରାମ ନବମୀରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ରାମଙ୍କ ଅପାର କରୁଣାରୁ କୋରୋନା ସଂକଟ ଶୀଘ୍ର ଦୂର ହେବ ବୋଲି ଆଶା ପ୍ରକାଶ କରିଛନ୍ତି ନବୀନ । ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ପାଖରେ ରାଜ୍ୟର ସମୃଦ୍ଧି ଓ…

ବରଗଡ ଜିଲ୍ଲା ଗାଇସିଲେଟରେ ତିନି ଯୁବକଙ୍କୁ ଦଳିଦେଲା ହାତୀ

ବରଗଡ- ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକରେ ହାତୀ ଆକ୍ରମଣରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ଗାଇସିଲେଟ ବ୍ଲକ୍ ଉମରାଡ ଗାଁରେ ଘଟିଛି ଏହି ଘଟଣା । ଶୌଚ ହେବା ପାଇଁ ଯାଉଥିବା ବେଳେ ହାତୀ ଆକ୍ରମଣରେ ତିନି ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ବନ ବିଭାଗ । ବନ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ…