Browsing Category

Odia

ସରକାରର ବର୍ଷପୂର୍ତ୍ତିରେ ନବୀନଙ୍କ ସମାଲୋଚନା: ବିଜ୍ଞାପନରେ ବିକାଶ ହୁଏନି

ଭୁବନେଶ୍ବର: ଲମ୍ବା ଭାଷଣ ଓ ବଡ ବଡ ହୋର୍ଡିଂ ବିଜ୍ଞାପନରେ ବିକାଶ ହୁଏନି। ବିକାଶ ପାଇଁ ଆନ୍ତରିକତା ରହିବା କଥା, ଯାହାକି ବର୍ତ୍ତମାନ…

ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ, କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ…

ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି…

ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ…

ଭୁବନେଶ୍ବର: ସଚିବସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଖାରବେଳଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ରାଜଧାନୀରେ ଗଙ୍ଗୁଆନାଳ ଓ ଦୟା ପଶ୍ଚିମ କେନାଲ ପରିଦର୍ଶନ କଲେ ପ୍ରମୁଖ ସଚିବ

ଭୁବନେଶ୍ୱର : ସହରାଞ୍ଚଳ ବନ୍ୟା ଆହ୍ୱାନର ମୁକାବିଲା କରିବା ଏବଂ ଭୁବନେଶ୍ୱରରେ ଜଳାଶୟଗୁଡ଼ିକର ସ୍ଥାୟୀ ପରିଚାଳନାକୁ ସୁଦୃଢ଼ କରିବା ଲାଗି…

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି: ଦୂରହେଲା ଦ୍ୱନ୍ଦ୍ୱ, ମାତୃତ୍ୱ ଛୁଟି ସମସ୍ୟା…

ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ ଗୁଣାତ୍ମକତା…

ଭୁବନେଶ୍ବର: ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ…

ଓଡିଶା ପାଇଁ ଗର୍ବର କଥା- ବିଜୁ ବାବୁଙ୍କୁ ସମ୍ମାନୀତ କରିବ ଋଷିଆ ସରକାର 

ନୂଆଦିଲ୍ଲୀ : ସମଗ୍ର ଓଡିଶାବାସୀଙ୍କ ପାଇଁ ଖୁସିର କଥା। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ କୀଊòðK। ସମ୍ମାନୀତ କରିବାକୁ ଯାଉଛି ଋଷିଆ ସରକାର।…