Browsing Category
Odia
ଓଜେଇଇ -୨୦୨୫ର ଫଳାଫଳ ପ୍ରକାଶିତ, କୃତୀ ଛାତ୍ର ଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମନ୍ତ୍ରୀ
ଭୁବନେଶ୍ୱର : ଓଡିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE-2025) ର ଫଳାଫଳ ଆଜି ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ…
ବିଜେପି ସରକାରର ମୁଖା ଖୋଲିବାକୁ ବିଜେଡିର ରଣନୀତି ବୈଠକ
ଭୁବନେଶ୍ବର: ବିଜେପି ସରକାର ତାର ବର୍ଷପୂର୍ତ୍ତି ପାଳନ କରୁଛି। ସେପଟେ, ଗତ ବର୍ଷକ ମଧ୍ୟରେ ଏହି ସରକାରର ସବୁ ବିଫଳତା ଏବଂ କେଳେଙ୍କାରୀକୁ…
ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର…
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି…
ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ…
ଭୁବନେଶ୍ବର: ସଚିବସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଖାରବେଳଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…
ରାଜଧାନୀରେ ଗଙ୍ଗୁଆନାଳ ଓ ଦୟା ପଶ୍ଚିମ କେନାଲ ପରିଦର୍ଶନ କଲେ ପ୍ରମୁଖ ସଚିବ
ଭୁବନେଶ୍ୱର : ସହରାଞ୍ଚଳ ବନ୍ୟା ଆହ୍ୱାନର ମୁକାବିଲା କରିବା ଏବଂ ଭୁବନେଶ୍ୱରରେ ଜଳାଶୟଗୁଡ଼ିକର ସ୍ଥାୟୀ ପରିଚାଳନାକୁ ସୁଦୃଢ଼ କରିବା ଲାଗି…
ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି: ଦୂରହେଲା ଦ୍ୱନ୍ଦ୍ୱ, ମାତୃତ୍ୱ ଛୁଟି ସମସ୍ୟା…
ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର…
କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା
ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ…
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଏବଂ ଦ୍ରବ୍ୟ ଓ ସେବା କ୍ଷେତ୍ରରେ ଗୁଣାତ୍ମକତା…
ଭୁବନେଶ୍ବର: ଭାରତୀୟ ମାନକ ବ୍ୟୁରୋ (ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ) ଏବଂ ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ…
ଓଡିଶା ପାଇଁ ଗର୍ବର କଥା- ବିଜୁ ବାବୁଙ୍କୁ ସମ୍ମାନୀତ କରିବ ଋଷିଆ ସରକାର
ନୂଆଦିଲ୍ଲୀ : ସମଗ୍ର ଓଡିଶାବାସୀଙ୍କ ପାଇଁ ଖୁସିର କଥା। ପ୍ରବାଦ ପୁରୁଷ ବିଜୁ ବାବୁଙ୍କ କୀଊòðK। ସମ୍ମାନୀତ କରିବାକୁ ଯାଉଛି ଋଷିଆ ସରକାର।…
କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା…
ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା…