Odiaଟ୍ରକ ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ
ସୁନ୍ଦରଗଡ଼ – ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲାରେ ଘଟିଛି ଦୁର୍ଘଟଣା। ଭସ୍ମା ଥାନା ଦର୍ଲିପାଲି ଏନଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ୩ଜଣ ଯୁବକ ବାଇକରେ ଆସୁଥିବାବେଳେ ଏନଟିପିସି ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଆଉ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ [...]
Odiaଭିଭିପାଟ୍ ମାମଲାରେ ଆଜି ଆସିବ ସୁପ୍ରିମକୋର୍ଟ ରାୟ
ନୂଆଦିଲ୍ଲୀ:ଇଭିଏମ୍ ଭୋଟ୍ ସହ ଭୋଟର ଭେରିଫାଏବଲ୍ ପେପର ଅଡିଟ୍ ଟ୍ରେଲ୍ (ଭିଭିପାଟ୍) ସ୍ଲିପର ୧୦୦% ମେଳ ଦାବି କରି ଆଗତ ଏକାଧିକ ଆବେଦନ ଉପରେ ସୁପ୍ରିମକୋର୍ଟ ଆଜି ରାୟ ପ୍ରକାଶ କରିବେ। ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଏପ୍ରିଲ ୨୪ରେ ଏହି ମାମଲାରେ ରାୟ ସଂରକ୍ଷିତ ରଖିଥିଲେ। ଖଣ୍ଡପୀଠ କହିଥିଲେ ଯେ ନିର୍ବାଚନକୁ ଆମେ ନିୟନ୍ତ୍ରଣ କରିପାରିବୁ ନାହିଁ । ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଓକିଲ ପ୍ରଶାନ୍ତ ଭୂଷଣ, ଗୋପାଳ [...]
Odiaଗ୍ରୀଷ୍ମ ପ୍ରକୋପ: ଆଜି ୯ ଜିଲ୍ଲାକୁ ହିଟୱେଭ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର – ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଓ କାଲି ସ୍ୱାଭାବିକ ତାପମାତ୍ରା ୩ରୁ ୬ ଡିଗ୍ରୀ ଯାଏଁ ଅଧିକ ରହିବ । ସେଥିପାଇଁ ସିଭିୟର ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା [...]
Odiaଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧୩ ରାଜ୍ୟର ୮୮ଟି ଆସନରେ ଚାଲିଛି ଭୋଟିଂ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର (ଏପ୍ରିଲ ୨୬) ଆରମ୍ଭ ହୋଇଛି । ୧୩ଟି ରାଜ୍ୟର ୮୮ଟି ଆସନରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ। ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୱାୟନାଡ ଲୋକସଭା ଆସନରେ ମଧ୍ୟ ମତଦାନ ଚାଲିଛି, ଯେଉଁଠି କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ଦ୍ୱିତୀୟ ଥର ପାଇଁ ଲଢ଼ୁଛନ୍ତି। କେରଳର ସମସ୍ତ ୨୦ଟି ଆସନ ବ୍ୟତୀତ ଏହି ପର୍ଯ୍ୟାୟରେ କର୍ଣ୍ଣାଟକର ୨୮ଟି ସିଟ୍ ମଧ୍ୟରୁ ୧୪, ରାଜସ୍ଥାନର ୧୩, [...]
Odiaଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ବିଜ୍ଞପ୍ତି ସହ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ
ଭୁବନେଶ୍ବର -ଓଡିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ମତଦାନ ନିମନ୍ତେ ନିର୍ବାଚନ କମିଶନଙ୍କ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ମେ’ ୨୦ ତାରିଖରେ ଏହି ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନରେ ମତଦାନ ହେବ । ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼ ଏବଂ ସୁନ୍ଦରଗଡ ଲୋକସଭା ଆସନ ସହିତ ଏହାର ଏସବୁ ଅନ୍ତର୍ଗତ ବିଧାନସଭା ଆସନଗୁଡିକ ପାଇଁ ଆଜିଠୁ ପ୍ରାର୍ଥୀପତ୍ର ଦାଖଲ କରିବେ। ଏହି ପର୍ଯ୍ୟାୟରେ ବରଗଡ [...]
Odiaନରେନ୍ଦ୍ର ପୁଷ୍କରଣୀରୁ ବାହାରିଲେ ନନ୍ଦା ଓ ଭଦ୍ରା
ଆସନ୍ତା ମଇ ୧୦ ତାରିଖରେ ଅକ୍ଷୟ ତୃତୀୟା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହେବ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ବର୍ଷ ତମାମ୍ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ରହିଥିବା ନନ୍ଦା, ଭଦ୍ରା ଏବଂ ବୈଜୟନ୍ତୀ ନାମକ ୫ଟି ଡଙ୍ଗାକୁ ନରେନ୍ଦ୍ର ପୁଷ୍କରିଣୀରୁ ଭୋଇ ସେବାୟତମାନଙ୍କଦ୍ୱାରା ଉଦ୍ଧାର କରାଯାଇଛି। ମଦନମୋହନ, ଭୁଦେବୀ, ଶ୍ରୀଦେବୀ ଏବଂ ପଞ୍ଚୁପାଣ୍ଡବ ଶ୍ରୀମନ୍ଦିରରୁ ବିଜେ କରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ। ଏଥିଲାଗି ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ [...]
Odiaଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ଦୋଉ ବର କୁଲ କଠିନ ହଠ ଧାରା । ଭବଁର କୁବରୀ ବଚନ ପ୍ରଚାରା ॥ ଢାହତ ଭୂପରୂପ ତରୁ ମୂଲା । ଚଲୀ ବିପତ୍ତି ବାରିଧି ଅନୂକୂଲା ॥ ଭାବାର୍ଥ :- ଦୁଇଟି ଯାକ ବରଦାନ ସେହି ପାପ ରୂପୀ ନଦୀ ର ଦୁଇ କୁଳ ସଦୃଶ ଆଉ ରାଣୀ କୈକେୟୀଙ୍କ ଜିଦଖୋର କଠୋର ବଚନ ପ୍ରଖର ସ୍ରୋତ ପରି, ପୁଣି କୁବୁଦ୍ଧି କୁବୁଜ୍ଜା ର କୁଟିଳ ପ୍ରେରଣା ପ୍ରଖର [...]
Odiaଗୀତା ଉପଦେଶ: ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ଜାଣିବା ପରେ ଏହି ସଂସାରରେ ଆଉ କିଛି ଜାଣିବା ପାଇଁ ବାକି ରହିନଥାଏ
ଶ୍ରୀ ଭଗବାନ ଅର୍ଜ୍ଜୁନଙ୍କୁ ଜ୍ଞାନ ଓ ବିଜ୍ଞାନର ସମ୍ପୂର୍ଣ୍ଣ ରହସ୍ୟ ସମ୍ବନ୍ଧରେ କହୁଛନ୍ତି- ଜ୍ଞାନଂ ତେଽହଂ ସବିଜ୍ଞାନମିଦଂ ବକ୍ଷ୍ୟାମ୍ୟଶେଷତଃ।* ଯଜ୍ଜ୍ଞାତ୍ୱା ନେହ ଭୂୟୋଽନ୍ୟଜ୍ ଜ୍ଞାତବ୍ୟମ ବଶିଷ୍ୟତେ।। ଅର୍ଥାତ ଭଗବାନ କହିଲେ, ହେ ଅର୍ଜୁନ! ବର୍ତ୍ତମାନ ଶୁଣ, କେବଳ ମୋଠାରେ ହିଁ ମନକୁ କେନ୍ଦ୍ରିତ କରି, ଭକ୍ତି ଯୋଗର ସାଧନା ଦ୍ୱାରା ମୋର ଶରଣାଗତ ହେଲେ, ଏହା ନିଃସନ୍ଦେହ ଯେ ତୁମେ ମୋତେ ସମ୍ପୂର୍ଣ୍ଣ ଭାବେ ଜାଣିପାରିବ । ବର୍ତ୍ତମାନ ମୁଁ ତୁମ ସମ୍ମୁଖରେ ଏହି ଜ୍ଞାନ ଓ [...]
Odiaଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ: ୧୩ ରାଜ୍ୟର ୮୯ଟି ଆସନରେ ହେବ ଭୋଟିଂ, ରାହୁଲ ଗାନ୍ଧୀ, ଶଶି ଥରୁରଙ୍କ ସହ ମଇଦାନରେ ଅନେକ ବଡ଼ ନେତା
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ଟି ରାଜ୍ୟର ୮୯ଟି ଆସନରେ ଭୋଟ୍ ଗ୍ରହଣ ହେବ। ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୱାୟନାଡ ଲୋକସଭା ଆସନରେ ମଧ୍ୟ ମତଦାନ ହେବ, ଯେଉଁଠି କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ଦ୍ୱିତୀୟ ଥର ପାଇଁ ଲଢ଼ୁଛନ୍ତି। କେରଳର ସମସ୍ତ ୨୦ଟି ଆସନ ବ୍ୟତୀତ ଏହି ପର୍ଯ୍ୟାୟରେ କର୍ଣ୍ଣାଟକର ୨୮ଟି ସିଟ୍ ମଧ୍ୟରୁ ୧୪, ରାଜସ୍ଥାନର ୧୩, ମହାରାଷ୍ଟ୍ର ଏବଂ ଉତ୍ତର ପ୍ରଦେଶର ୮-୮ ସିଟ୍, ମଧ୍ୟପ୍ରଦେଶର ୭, ଆସାମ [...]
Odiaବିଷମକଟକ ଓ ଗୁଣୁପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର, ବିରୋଧୀଙ୍କୁ ଜୋରଦାର ଟାର୍ଗେଟ
ରାୟଗଡ଼ା – ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ରାୟଗଡା ଜିଲ୍ଲାର ବିଷମକଟକ ଓ ଗୁଣୁପୁରରେ ନିର୍ବାଚନ ପ୍ରଚାର କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି । ଏହି ସଭାରେ ହଜାର ହଜାର ସଂଖ୍ୟାରେ ଉପସ୍ଥିତ ରହି ଜନସାଧାରଣ କାର୍ତ୍ତିକ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରିଥିଲେ ପାଣ୍ଡିଆନ । ଲୋକଙ୍କ ଉତ୍ସାହ ଦେଖି, ସେମାନଙ୍କ ବିଶାଳ ଉପସ୍ଥିତି [...]
