Odiaଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ହିଁ କର୍ମ ସନ୍ୟାସ ଯୋଗ ଅଟେ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ନ ପ୍ରହୃଷ୍ୟେତ୍ପ୍ରିୟଂ ପ୍ରାପ୍ୟ ନୋଦ୍ୱିଜେତ୍ପ୍ରାପ୍ୟ ଚାପ୍ରିୟମ୍।ସ୍ଥିରବୁଦ୍ଧିରସମ୍ମୂଢ଼ୋ ବ୍ରହ୍ମବିଦ୍ ବ୍ରହ୍ମଣି ସ୍ଥିତଃ। ଅର୍ଥାତ: ଭଗବାନଙ୍କ ଠାରେ ସ୍ଥିତ ରହି, ଯେଉଁ ମାନଙ୍କ ର ବୁଦ୍ଧି ସ୍ଥିର ଏବଂ ମୋହଶୂନ୍ୟ ହୋଇ ଯାଇଥାଏ, ସେମାନେ ସୁଖରେ ଉତ୍ଫୁଲ୍ଲିତ ହୁଅନ୍ତି ନାହିଁ କିମ୍ବା ଦୁଃଖରେ ଉଦ୍ବେଗଗ୍ରସ୍ତ ହୁଅନ୍ତିନାହିଁ ।
Odiaନିର୍ବାଚନୀ ବଣ୍ଡରୁ ବିଜେପି ପାଇଛି ୬୯୮୬.୫ କୋଟି, ଡିଏମକେକୁ ସର୍ବାଧିକ ଚାନ୍ଦା ଦେଇଛି ଫ୍ୟୁଚର ଗେମିଙ୍ଗ୍
ନୂଆଦିଲ୍ଲୀ: ନିର୍ବାଚନ କମିଶନ ରବିବାର ନିଜ ୱେବସାଇଟରେ ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତାଜା ତଥ୍ୟ ସାର୍ବଜନୀନ କରିଛନ୍ତିି । ୨୦୧୮ରୁ କାର୍ଯ୍ୟକାରୀ ହେବା ପରଠାରୁ ନିର୍ବାଚନୀ ବଣ୍ଡ୍ ଯୋଜନା ମାଧ୍ୟମରେ ବିଜେପି ସର୍ବାଧିକ ୬୯୮୬.୫ କୋଟି ଟଙ୍କା ଚାନ୍ଦା ପାଇଛି । ତା’ପରେ ଏହି ତାଲିକାରେ ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (୧,୩୯୭ କୋଟି ଟଙ୍କା), କଂଗ୍ରେସ (୧,୩୩୩ କୋଟି) ଏବଂ ବିଆରଏସ (୧,୩୨୨ କୋଟି) ରହିଛନ୍ତି। ନିର୍ବାଚନୀ ବଣ୍ଡ୍ ଜରିଆରେ ଫ୍ୟୁଚର ଗେମିଙ୍ଗ୍ ଆଣ୍ଡ୍ [...]
Odiaନିର୍ବାଚନ ଆଚରଣ ବିଧି ନେଇ ଗଞ୍ଜାମ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ
ଛତ୍ରପୁର – ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତତ୍ପର ହୋଇଛି। ନିର୍ବାଚନ ଆଚରଣ ବିଧି କଡାକଡି ଭାବେ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି । ଏ ନେଇ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଆଲୋଚନା କରିଛନ୍ତି । ନିର୍ବାଚନ କିଭଳି ଅବାଧ ଓ ନିରପେକ୍ଷ ହେବ ସେ ନେଇ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ ଜିଲ୍ଲାପାଳ । ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ନିର୍ବାଚନ [...]
Odiaନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ବର – ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଗତକାଲି ନିର୍ବାଚନ କମିଶନ ଲୋକସଭା ଓ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ। ତାରିଖ ଘୋଷଣା ସହ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି।
Odiaବିଜେଡିରେ ମିଶିଲେ କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା
ଭୁବନେଶ୍ବର – ଜଗତସିଂହପୁର ଜିଲ୍ଲାର କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ଆଜି ବିଜେଡିରେ ସାମିଲ ହୋଇଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ସେ ବିଜେଡିରେ ଯୋଗ ଦେଇଛନ୍ତି । ସେ ବର୍ତ୍ତମାନ ପାରାଦ୍ୱୀପ-ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି । ତାଙ୍କ ସମର୍ଥନରେ ଜିତିଥିବା ୭ ସ୍ୱାଧୀନ କାଉନସିଲର ବି ବିଜେଡିରେ ଯୋଗ ଦେଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ମୋନିଦୀପା ଦଳରେ [...]
Odiaଇଡି ଅଧିକାରୀ କହି ଲୁଟୁଥିଲେ, ଉପଜିଲ୍ଲାପାଳଙ୍କୁ ଠକିବାକୁ ଚେଷ୍ଟା କରି ଧରାପଡିଗଲେ
ଭୁବନେଶ୍ୱର – ନିଜକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀ ଭାବେ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଦୁଇଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ । ଗିରଫ ଅଭିଯୁକ୍ତମାନେ ଢେଙ୍କାନାଳର ତାରିଣୀ ସେନ ଓ ବ୍ରହ୍ମଶଙ୍କର ମହାପାତ୍ର। ଦୁଇ ଅଭିଯୁକ୍ତ ନିଜକୁ ଇଡି ଅଫିସର କହି ଶତାଧିକ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ରାଜ୍ୟ ଓ ରାଜ୍ୟ ବାହାରେ ଯେଉଁଠି ଇଡି ରେଡ୍ ହେଉଥିଲା, ସେଠି ଏମାନେ ପହଞ୍ଚି ମିଛ [...]
Odiaଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଇଡିର ନବମ ସମନ
ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନୂଆ ସମନ ଜାରି କରିଛି । କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ପଚରାଉଚରା ପାଇଁ ହାଜର ହେବାକୁ କହିଛି ଇଡି । ଏହି ମାମଲାରେ କେଜ୍ରିୱାଲଙ୍କୁ ଇଡିର ଏହା ନବମ ସମନ । ପୂର୍ବରୁ ୮ ଥର ସମନ ସତ୍ତ୍ୱେ କେଜ୍ରିୱାଲ ଇଡିରେ ଥରେ ମଧ୍ୟ ହାଜର ହୋଇନଥିଲେ । ଇଡି ସମନକୁ ବେଆଇନ ଓ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଥିଲେ [...]
Odiaଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ସୁନୁ ସୁଭ କଥା ଭବାନି ରାମଚରିତ ମାନସ ବିମଲ । କହା ଭୁସୁଂଡି ବଖାନି ସୁନା ବିହଗ ନାୟକ ଗରୁଡ଼ ॥ ଭାବାର୍ଥ :- ଶ୍ରୀଶିବ କହିଲେ, ହେ ପାର୍ବତୀ ! ନିର୍ମଳ ଶ୍ରୀରାମଚରିତ ମାନସର ସେହି ମଙ୍ଗଳମୟୀ କଥାକୁ ଶୁଣ, ଯାହାକୁ କାକଭୁସୁଣ୍ଡି ବହୁତ ରୋଚକ ଢ଼ଙ୍ଗରେ କହିଲେ ଆଉ ପକ୍ଷୀ ମାନଙ୍କ ରାଜା ଗରୁଡଦେବ ତାକୁ ଶୁଣିଥିଲେ ।
Odiaଗୀତା ଉପଦେଶ: ଇନ୍ଦ୍ରିୟ ସୁଖକୁ ତୁଚ୍ଛ ମଣୁଥିବା ଶୁଦ୍ଧ ଆତ୍ମା ହିଁ ଦିବ୍ୟ ଆନନ୍ଦ ଅନୁଭବ କରିଥାନ୍ତି
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ବାହ୍ୟସ୍ପର୍ଶେଷ୍ୱସକ୍ତାତ୍ମା ବିନ୍ଦତ୍ୟାତ୍ମନି ଯତ୍ସୁଖଂ। ସ ବ୍ରହ୍ମଯୋଗଯୁକ୍ତାତ୍ମା ସୁଖମକ୍ଷୟମଶ୍ନୁତେ । ଅର୍ଥାତ: ବାହ୍ୟ ଇନ୍ଦ୍ରିୟ ସୁଖରେ ଆସକ୍ତ ହୁଅନ୍ତି ନାହିଁ, ସେମାନେ ନିଜ ମଧ୍ୟରେ ଦିବ୍ୟ ଆନନ୍ଦ ଅନୁଭବ କରନ୍ତି, ସେମାନେ ଯୋଗ ଦ୍ୱାରା ଭଗବାନଙ୍କ ସହିତ ମିଳିତ ହୋଇ, ଚିରନ୍ତନ ସୁଖ ଲାଭ କରନ୍ତି।
Odiaମୁକ୍ତ ଓ ନିରପେକ୍ଷ ନିର୍ବାଚନ ନିମନ୍ତେ ସମସ୍ତ ରାଜନୈତିକ ଦଳର ସହ ଯୋଗ କାମନା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ବର – ଆଜି ଭାରତର ନିର୍ବାଚନ ଆୟୁକ୍ତ ରାଜ୍ୟରେ ୨୧ ଟି ଲୋକସଭା ଏବଂ ୧୪୭ଟି ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏଥିସହ ସମଗ୍ର ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ନିର୍ବାଚନ ଘୋଷଣା ହେବା ପରେ ଏକ ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ଵୀକୃତି ପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟରେ ନିର୍ବାଚନକୁ [...]
