Odiaଆଜିଠୁ ଭୁବନେଶ୍ୱର -ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ
ଭୁବନେଶ୍ୱର – ଓଡିଶା ଦେଇ ଆଜିଠୁ ଗଡିଲା ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ । ଭୁବନେଶ୍ୱର – ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାସୀ ମାଧ୍ୟମରେ କରିଛନ୍ତି। ଓଡିଶାରେ ଏହା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଭୁବନେଶ୍ୱର-ବିଶାଖାପାଟଣା ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବାଲୁଗାଁ, ବ୍ରହ୍ମପୁର, ଇଚ୍ଛାପୁରମ, ପଲାସା, ଶ୍ରୀକାକୁଲମ ରୋଡ ଏବଂ ବିଜୟନଗରମ୍ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ [...]
Odiaଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବେଣ୍ଟ ଓ ବସନ୍ତ ଭ୍ରମଣ ନୀତି ସମ୍ପର୍ଣ୍ଣ
ମହାପ୍ରଭୁ ଜଗନ୍ନାଥଙ୍କ ବେଣ୍ଟ ବା ଶିକାର ନୀତି,ଯାହା ମହାପ୍ରଭୁଙ୍କ ବସନ୍ତ ଭ୍ରମଣ ନୀତି ଅଟେ। ଫାଲଗୁନ ଶୁକ୍ଳ ପ୍ରତିପ୍ରଦ, ଚତୁର୍ଥୀ, ଅଷ୍ଟମୀ, ଦ୍ଵାଦଶୀ ତିଥିରେ ଅନୁଷ୍ଠିତ ହୁଏ। ଶ୍ରୀରାମ ଯେହେତୁ କ୍ଷତ୍ରିୟ ଥିଲେ ଏବଂ ଶିକାର କ୍ଷତ୍ରିୟର ଏକ ଧର୍ମ ଅଟେ। ତେଣୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀରାମ ମହାପ୍ରଭୁଙ୍କ ପ୍ରତିନିଧି ଭାବେ ବେଣ୍ଟନୀତି ପାଇଁ ବିଜେ ହୁଅନ୍ତି। ମଙ୍ଗଳ ଆଳତି ପରେ ଚଳନ୍ତି ବିଗ୍ରହ ଶ୍ରୀରାମ ଏକ ଖଣ୍ଡ ଆଜ୍ଞାମାଳ ପାଇ ଜଗନ୍ନାଥ ବଲ୍ଲଭ ମଠ [...]
Odiaଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ନିରଖି ସୈଲ ସରି ବିପିନ ବିଭାଗା । ଭୟଉ ରମାପତି ପଦ ଅନୁରାଗା ॥ ସୁମିରତ ହରିହି ଶ୍ରାପ ଗତି ବାଧୀ । ସହଜ ବିମଲ ମନ ଲାଗି ସମାଧି ॥ ଭାବାର୍ଥ :- ଗଙ୍ଗା ମାତାଙ୍କ କୁଳରେ ସୁନ୍ଦର ପର୍ବତ, ସୁନ୍ଦର ଜଙ୍ଗଲ ଆଉ ବହୁତ ସୁନ୍ଦର ପଶୁପକ୍ଷୀ ଆଦି ଦେଖି ନାରଦ ମୁନିଙ୍କର ମନ ଭଗବାନ ଶ୍ରୀଲକ୍ଷ୍ମୀକାନ୍ତଙ୍କ ପବିତ୍ର ଶ୍ରୀଚରଣରେ ପ୍ରେମ ହୋଇଗଲା । ଭଗବାନ ବିଷ୍ଣୁ ଙ୍କୁ [...]
Odiaଆଜିର ଗୀତା ଉପଦେଶ : ଶାସ୍ତ୍ର ନିର୍ଦ୍ଦେଶକୁ ଅବମାନନା କରି ଯେଉଁ ତପସ୍ୟା କରାଯାଏ, ତାହା ନିଷ୍ଫଳ ତପସ୍ୟା
ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ତପସ୍ୟା କିପରି କରିବାକୁ ହୁଏ ତାହା ବୁଝାଇବାକୁ ଯାଇ କହିଛନ୍ତି :- ମୂଢ଼ଗ୍ରାହେଣାତ୍ମନୋ ଯତ୍ପୀଡ଼ୟା କ୍ରିୟତେ ତପଃ । ପରସ୍ୟୋତ୍ସାଦନାର୍ଥଂ ବା ତତ୍ତାମସମୁଦାହୃତମ୍ । ମୂଢ଼ ଗ୍ରାହେଣାତ୍ ଶବ୍ଦ ଏଠାରେ ସେମାନଙ୍କ ଉପଲକ୍ଷ୍ୟରେ କୁହାଯାଇଛି, ଯେଉଁମାନଙ୍କର କୌଣସି ବିଷୟରେ ସ୍ପଷ୍ଟ ଧାରଣା ନ ଥାଏ ଏବଂ ଯେଉଁମାନେ ଶାସ୍ତ୍ରର ନିର୍ଦ୍ଦେଶକୁ ସମ୍ମାନ ନ ଦେଇ, ଶରୀରର କ୍ଷମତା ପ୍ରତି ଦୃଷ୍ଟି ନ ଦେଇ ତପସ୍ୟା ନାମରେ ନିଜ ଶରୀରକୁ ଅତିଶୟ ଯାତନା ଦେବା [...]
Odiaମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ପ୍ରସ୍ତୁତି ବୈଠକ
ଛତ୍ରପୁର: ମାର୍ଚ୍ଚ ୨୬, ଏପ୍ରିଲ ମାସ ୨, ୯, ୧୬ ଓ ୨୩ ତାରିଖ ଦିନ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଅନୁଷ୍ଠିତ ହେବ। ଏହି ଚୈତ୍ର ପର୍ବ ସମୟରେ ଜିଲ୍ଲା ଓ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିବାକୁ ଥିବା ହଜାର ହଜାର ଭକ୍ତ ଯେପରି ଶାନ୍ତିଶୃଙ୍ଖଳାର ସହିତ ସୁବିଧାରେ ଦେବୀଙ୍କ ଦର୍ଶନ ଓ ପୂଜା ସହ ଛୋଟ ଛୁଆଙ୍କ ମୁଣ୍ଡନ କରିପାରିବେ ସେଥିପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ତତ୍ପର [...]
Odia‘ମିଶନ୍ ଦିବ୍ୟାସ୍ତ୍ର’ ଅଧୀନରେ ଅଗ୍ନି-୫ର ସଫଳ ପରୀକ୍ଷଣ, ଡିଆରଡିଓକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ‘ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟ ଟାର୍ଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍’ (ଏମ୍ଆଇଆରଭି) ଟେକ୍ନୋଲୋଜି ସହିତ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଅଗ୍ନି-୫ କ୍ଷେପଣାସ୍ତ୍ରର ସୋମବାର ପ୍ରଥମ ସଫଳ ପରୀକ୍ଷଣ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନେଇ ଘୋଷଣା କରିବା ସହ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ)ର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ମିଶନ ଦିବ୍ୟାସ୍ତ୍ର’ ପାଇଁ ଆମର ଡିଆରଡିଓ ବୈଜ୍ଞାନିକମାନଙ୍କ ପାଇଁ ଗର୍ବିତ ବୋଲି ମୋଦୀ ‘ଏକ୍ସ’ରେ ଏକ ପୋଷ୍ଟରେ କହିଛନ୍ତି । ଏହା ଏମ୍ଆଇଆରଭି ଟେକ୍ନୋଲୋଜି ସହିତ [...]
Odia୪୬ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ସବୁ ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ ନିମନ୍ତେ ବୈଷୟିକ ସହାୟତା ପ୍ରଦାନ କରିବା ପାଇଁ କାଳିଆ କେନ୍ଦ୍ର ମଧ୍ୟ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀ ମାନଙ୍କୁ ଉଦ୍ବୋଧନ ଦେଇ କହିଥିଲେ ଯେ ପ୍ରତ୍ୟେକ ଚାଷୀ ପରିବାର [...]
ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

Odiaଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଡିଆରଡିଓ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ବାଲେଶ୍ବର – ପ୍ରତିରକ୍ଷା ଗବେଷଣା ବିକାଶ ସଂସ୍ଥା -ଡିଆରଡିଓର ‘ମିଶନ ଦିବ୍ୟାସ୍ତ୍ର’ ଅଧିନରେ ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି । ବାଲେଶ୍ଵରର ଅବଦୁଲ କାଲାମ ଦ୍ୱୀପରୁ ଅଗ୍ନି-୫ କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି । ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଅଗ୍ନି-୫ ୧.୫ ଟନ ଓଜନର ପରମାଣୁ ଯୁଦ୍ଧାସ୍ତ୍ର ବହନ କରିବା କ୍ଷମତା ରଖିଛି । ପରୀକ୍ଷଣ ନେଇ ଡିଆରଡିଓ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ [...]
Odiaଦେଶରେ ଲାଗୁ ହେଲା ନାଗରିକତା ସଂଶୋଧନ ଆଇନ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ବିବାଦୀୟ ନାଗରିକତା ସଂଶୋଧନ ଆଇନ (ସିଏଏ) ନେଇ ବଡ଼ ଘୋଷଣା କରିଛନ୍ତି । ଆଜିଠାରୁ ଦେଶରେ ଲାଗୁ ହୋଇଛି ଏହି ଆଇନ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଆଇନ ଅଧୀନରେ ୩୧ ଡିସେମ୍ବର ୨୦୧୪ ସୁଦ୍ଧା ଭାରତକୁ ଆସିଥିବା ବାଂଲାଦେଶ, ପାକିସ୍ତାନ ଏବଂ ଆଫଗାନିସ୍ତାନର ଅଣମୁସଲିମ (ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ପାରସୀ ଏବଂ ଖ୍ରୀଷ୍ଟିଆନ) ଶରଣାର୍ଥୀମାନଙ୍କୁ [...]
Odiaଆଜି ଜାରି ହୋଇପାରେ ସିଏଏ ସଂକ୍ରାନ୍ତ ନିୟମାବଳୀ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଗୃହ ମନ୍ତ୍ରଣାଳୟ ଆଜି ନାଗରିକତା ସଂଶୋଧନ ଆଇନ (ସିଏଏ) ସଂକ୍ରାନ୍ତ ନିୟମାବଳୀ ନେଇ ବିଜ୍ଞପ୍ତି ଜାରି କରିପାରେ । ଏହି ଆଇନ ଆଜିଠାରୁ ଅବା ମଧ୍ୟରାତ୍ରରୁ ଲାଗୁ ହେବା ସମ୍ଭାବନା ରହିଛି । ଏହି ଆଇନ ଅଧୀନରେ ୩୧ ଡିସେମ୍ବର ୨୦୧୪ ସୁଦ୍ଧା ଭାରତ ଆସିଥିବା ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନର ଅଣମୁସଲିମ ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବ । ସୁତ୍ରରୁ ପ୍ରକାଶ ଯେ ପଞ୍ଜୀକରଣ ପାଇଁ ସିଏଏ [...]
