Odiaଗୀତା ଉପଦେଶ: ନିଜର ସମସ୍ତ ବୁଦ୍ଧି ଭଗବାନଙ୍କ ଠାରେ ସ୍ଥିର ହୋଇଯିବା ଉଚିତ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଷଷ୍ଠ ଅଧ୍ୟାୟରେ ଆତ୍ମସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ନ ପ୍ରହୃଷ୍ୟେତ୍ପ୍ରିୟଂ ପ୍ରାପ୍ୟ ନୋଦ୍ୱିଜେତ୍ପ୍ରାପ୍ୟ ଚାପ୍ରିୟମ୍।ସ୍ଥିରବୁଦ୍ଧିରସମ୍ମୂଢ଼ୋ ବ୍ରହ୍ମବିଦ୍ ବ୍ରହ୍ମଣି ସ୍ଥିତଃ। ଅର୍ଥାତ: ଭଗବାନଙ୍କ ଠାରେ ସ୍ଥିତ ରହି, ଯେଉଁ ମାନଙ୍କ ର ବୁଦ୍ଧି ସ୍ଥିର ଏବଂ ମୋହଶୂନ୍ୟ ହୋଇ ଯାଇଥାଏ, ସେମାନେ ସୁଖରେ ଉତ୍ଫୁଲ୍ଲିତ ହୁଅନ୍ତି ନାହିଁ କିମ୍ବା ଦୁଃଖରେ ଉଦ୍ବେଗଗ୍ରସ୍ତ ହୁଅନ୍ତିନାହିଁ ।
ଜିମ୍ନାଷ୍ଟ ପ୍ରଣତି ନାୟକ ଓ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ଆନ୍ତର୍ଜାତିକ ସ୍ତରରେ ପଦକ ଜିତିଥିବା ରାଜ୍ୟର ଦୁଇ ପ୍ରତିଭାବାନ ମହିଳା କ୍ରୀଡାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାର ଅଗ୍ରଣୀ ଜିମ୍ନାଷ୍ଟ ପ୍ରଣତି ନାୟକ ଓ ଉଦୀୟମାନ ସନ୍ତରଣକାରୀ ମନ୍ନତା ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ନାୟକ କାଏରୋରେ ଅନୁଷ୍ଠିତ ସମ୍ମାନଜନକ ଏଫଆଇଜି ୱାର୍ଲଡ କପରେ ବ୍ରୋଞ୍ଜ ପଦକ ଜିତିଥିଲେ। ଏହି ସଫଳତା ପାଇଁ ପ୍ରଣତିଙ୍କୁ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର ସହ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଣତି ଓଡ଼ିଶା [...]
ଓଡ଼ିଶାର ପ୍ରଯୁକ୍ତିବିଦ୍ୟା ଭିତ୍ତିଭୂମିକୁ ଆଉ ଏକ ସଫଳତା : “ଆକ୍ସେଞ୍ଚରର” ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ର ଉଦ୍ଘାଟିତ
ଭୁବନେଶ୍ୱର – ବିଶ୍ୱର ଅଗ୍ରଣୀ ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ‘ଆକ୍ସେଞ୍ଚର’ର ଅତ୍ୟାଧୁନିକ ବୈଷୟିକ ଗବେଷଣା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ଉଦଘାଟନ କରିଛନ୍ତି । ‘ଆକ୍ସେଞ୍ଚର’ ହେଉଛି ବିଶ୍ଵର ଅନ୍ୟତମ ଅଗ୍ରଣୀ ବୃତ୍ତିଗତ ସେବା କମ୍ପାନୀ । ଭାରତରେ ୩ ଲକ୍ଷରୁ ଊର୍ଦ୍ଧ୍ଵ କର୍ମଚାରୀ କାର୍ଯ୍ୟ କରୁଥିବା ବେଳେ ସମଗ୍ର ବିଶ୍ଵରେ ପାଖାପାଖି ୭,୪୩,୦୦୦ କର୍ମଚାରୀ ଏହି ସଂସ୍ଥାରେ କାର୍ଯ୍ୟରତ । ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବିଗତ ତିନି ଦଶନ୍ଧି ଧରି ଏହି ସଂସ୍ଥା [...]
Odiaସପ୍ତମ ବେତନ କମିଶନ ହାରରେ ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବଢିବ
ଭୁବନେଶ୍ୱର – ଆଜି ବସିଥିବା କ୍ୟାବିନେଟ ବୈଠକରେ ୨୦୧୪ର ଅନୁଦାନପ୍ରାପ୍ତ ଶିକ୍ଷକ, କର୍ମଚାରୀଙ୍କ ଦରମା ବଢ଼ାଇବା ନେଇ ନିଷ୍ପତ୍ତି ନିଆଯାଇଛି । ସଂପୃକ୍ତ କଲେଜ, ଜୁନିଅର କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଦରମାରେ ବୃଦ୍ଧି ହେବ । ସପ୍ତମ ବେତନ କମିଶନ ହାରରେ ମୋଟ ୧୭୮୯ ଜଣ ଶିକ୍ଷକ ଓ କର୍ମଚାରୀଙ୍କ ଦରମା ବଢ଼ିବ। ବର୍ଦ୍ଧିତ ଦରମା ପାଇଁ ୨୭.୩୭ କୋଟି ଟଙ୍କା ଖର୍ଚ୍ଚ ହେବ। ପଞ୍ଚାୟତରେ ନିୟମିତ ୮ ବର୍ଷ କାର୍ଯ୍ୟରତ ଥିବା ପଞ୍ଚାୟତ ଏକ୍ଜ୍ୟୁକେଟିଭ୍ [...]
Odia୧୬ଟି ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରୀ, ଆଉ ତିନି ବର୍ଷ ବୃଦ୍ଧି ହେଲା କାଳିଆ ସହାୟତା
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକାଧିକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିରେ ୧୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବା। ରାଜ୍ୟ ସରକାର କାଳିଆ ଯୋଜନାରେ ଚାଷୀମାନଙ୍କୁ ସହାୟତା ଆଗାମୀ ୩ ବର୍ଷ ପାଇଁ ବଢ଼ାଇଛନ୍ତି। ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ [...]
Odiaପ୍ରବଳ ଖରା : ଆଜି ୧୮ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ବା ଅଧିକ ରେକର୍ଡ, ସୋନପୁର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର – ଆଜି ବି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ଖରା ଓ ଗରମ ଅନୁଭୂତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ମିଳିଥିବା ସୂଚନା ଅନୁସାରେ ଆଜି ରାଜ୍ୟର ୧୮ଟି ସହରରେ ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ କିମ୍ବା ଅଧିକ ରେକର୍ଡ କରାଯାଇଛି। ଏଥିମଧ୍ୟରୁ ୫ ସହରର ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି । ଆଜି ସୋନପୁର ରାଜ୍ୟର ଉତ୍ତପ୍ତ ସହର ହୋଇଛି। ଏଠାରେ ଦିନର ସର୍ବୋଚ୍ଚ ତାପମାତ୍ରା ଥିଲା ୩୬ ଦଶମିକ [...]
Odiaମାର୍ଚ୍ଚ ୨୨ରୁ ଆଇପିଏଲ୍-୨୦୨୪, ପ୍ରଥମ ୧୭ ଦିନର କାର୍ଯ୍ୟସୂଚୀ ଘୋଷଣା, ସିଏସକେ-ଆରସିବି ଉଦଘାଟନୀ ମୁକାବିଲା
ନୂଆଦିଲ୍ଲୀ: ଘୋଷଣା ହୋଇଛି ଆଇପିଏଲ୍-୨୦୨୪ର କାର୍ଯ୍ୟସୂଚୀ । ମାର୍ଚ୍ଚ ୨୨ରୁ ଆରମ୍ଭ ହେବ ଏହି ଲୋକପ୍ରିୟ ଟି-୨୦ ଲିଗର ସପ୍ତଦଶ ସଂସ୍କରଣ । ଟୁର୍ଣ୍ଣାମେଣ୍ଟର ପ୍ରଥମ ୨୧ଟି ମ୍ୟାଚ୍ ପାଇଁ କାର୍ଯ୍ୟସୂଚୀ ଗୁରୁବାର ଜାରି ହୋଇଛି । ସାଧାରଣ ନିର୍ବାଚନ ଦୃଷ୍ଟିରୁ ଏହି ସିଜନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ ପାଇନାହିଁ। ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟସୂଚୀ ଘୋଷଣା କରାଯିବ। ଆଇପିଏଲ୍-୨୦୨୪ର ପ୍ରଥମ ମ୍ୟାଚ୍ ମାର୍ଚ୍ଚ ୨୨ରେ ଚେପକ୍ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିଅନ୍ [...]
Odiaକନ୍ଧମାଳ ଜିଲ୍ଲା ବାଲନ୍ଦାପଡ଼ାରେ ଶିଶୁମାନଙ୍କ ଥଇଥାନ ପାଇଁ ଭ୍ରାମ୍ୟମାଣ ଶିବିର, ଶତାଧିକ ଶିଶୁ ଉପକୃତ
ଫୁଲବାଣୀ -ରାଜ୍ୟ ସରକାର ଶିଶୁ ମାନଙ୍କ ମଙ୍ଗଳ ଓ ଥଇଥାନ ପାଇଁ ଅନେକ ଯୋଜନା କରୁଛନ୍ତି। ସେମାନଙ୍କ ସୁରକ୍ଷା ସୁଦୃଢ କରିବା ସହିତ ପାଠ ପଢା ଜାରି ରଖିବା ପାଇଁ ବ୍ୟବସ୍ଥା କରୁଛନ୍ତି । ସେଥିପାଇଁ ଦୁର୍ଗମ ଅଞ୍ଚଳରେ ଭ୍ରାମ୍ୟମାଣ ଶିଶୁ କୋର୍ଟ ଓ ଶିବିର ଆୟୋଜନ କରାଯାଉଛି । ଫଳରେ ଆବଶ୍ୟକ ଶିକ୍ଷା ଓ ସୁରକ୍ଷା ପାଇ ଶିଶୁମାନେ ଥଇଥାନ ହେଉଛନ୍ତି ବୋଲି କହିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ଆଜି କନ୍ଧମାଳ ଜିଲ୍ଲାର ଦୁର୍ଗମ [...]
Odia‘ସ୍ବୟମ୍’ ଯୋଜନା କାର୍ଯ୍ୟକାରୀ କରିବା ନିମନ୍ତେ ସିଜିଟିଏମଏସଇ ସହ ରାଜ୍ୟ ସରକାରଙ୍କ ବୁଝାମଣା ପତ୍ର ସ୍ବାକ୍ଷରିତ
ଭୁବନେଶ୍ୱର -ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ସରକାରଙ୍କ ‘ସ୍ବୟମ୍ ‘ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍କୁଲ୍ ଏଣ୍ଟରପ୍ରାଇଜର୍ସ -ସିଜିଟି ଏମ୍ଏସଇ କର୍ତ୍ତୃପକ୍ଷଙ୍କ ସହ ଏକ ବୁଝାମଣା ପତ୍ର ଆଜି ଲୋକସେବା ଭବନ ସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ସ୍ବାକ୍ଷର ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର [...]
Odiaରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ସମୀକ୍ଷା ବୈଠକ
ଭୁବନେଶ୍ୱର – ଚଳିତ ମାସ ୨୮ ତାରିଖରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଞ୍ଜ , କେନ୍ଦୁଝର , ବ୍ରହ୍ମପୁର , ଭୁବନେଶ୍ବର , କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ସଂପର୍କରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ [...]
