ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର କରିବେ ଲୋକାର୍ପଣ

Odiaଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ: ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନ୍ସର ହସ୍ପିଟାଲର କରିବେ ଲୋକାର୍ପଣ
ଭୁବନେଶ୍ୱର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ଭେଟି ଦେବେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁ ଥିବା ଦୁଇ ପ୍ରମୁଖ ପ୍ରକଳ୍ପ ହେଉଛି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ନିର୍ମିତ ୧୦୦ ଶଯ୍ୟା ବିଶିଷ୍ଟ କ୍ୟାନ୍ସର ହସ୍ପିଟାଲ । ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟରରେ ବାହାରି ଆଜି ଦିନ ୧୧ଟା ୫୦ ମିନିଟରେ ବିଜେପୁର [...]
Odiaଆଜିଠାରୁ ମାଟ୍ରିକ ପରୀକ୍ଷା : ସାଢେ ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ, କପି ଧରିବ ଏଆଇ କ୍ୟାମେରା
ଭୁବନେଶ୍ୱର – ଆଜିଠାରୁ ମାଟ୍ରିକ ପରୀକ୍ଷା । ଏ ବର୍ଷ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ମାଟ୍ରିକ ବୋର୍ଡ ପରୀକ୍ଷା ଦେଉଛନ୍ତି । ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ୩ ହଜାର ୪୭ଟି କେନ୍ଦ୍ର କରାଯାଇଛି। ଦୁର୍ଗମ ଅଞ୍ଚଳର ୨୧ଟି ପୋଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ( ବୋର୍ଡ ) ଏକାଧିକ ବ୍ୟବସ୍ଥା କରିଛି । ବିଶେଷକରି କପି [...]
Odiaଆଜି ଭୈମୀ ଏକାଦଶୀ, ବିଷ୍ଣୁ ସହସ୍ରନାମ ସ୍ତୋତର ଶୁଭ ଜୟନ୍ତୀ ଦିବସ
ମାସ ଶୁକ୍ଳପକ୍ଷ ଏକାଦଶୀକୁ ଭୀଷ୍ମ ଏକାଦଶୀ ଭାବେ ପାଳନ କରାଯାଏ । ଏହା ଜୟା ଏକାଦଶୀ ବା ଭୈମୀ ଏକାଦଶୀ ଭାବରେ ମଧ୍ୟ ପରିଚିତ । ଭୀଷ୍ମ ଏକାଦଶୀ ତିଥିରେ ବିଷ୍ଣୁ ସହସ୍ରନାମ ସ୍ତୋତର ଜନ୍ମ ହେଇଥିବା କଥିତ ଅଛି । ଏହି ଦିନ ଉପବାସ ରହି ଭୀଷ୍ମଙ୍କୁ ସ୍ମରଣ ଏବଂ ସାରାଦିନ ବିଷ୍ଣୁସହସ୍ର ନାମ ସ୍ତୋତ୍ର ନାମ ଗାନ କଲେ ଭଗବାନଙ୍କ ଆଶିର୍ବାଦ ମିଳେ ।ଏହିଦିନ ବିଷ୍ଣୁଙ୍କୁ ପୂଜା ଓ ବନ୍ଦନା କରାଯାଏ । ମକର [...]
Odia୧୬ଶ ଶତାବ୍ଦୀର ମହାନ ସନ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ
( ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୁଣ୍ୟ ଜୟନ୍ତୀ ଦିବସ ଅବସରରେ ) ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ [...]
Odiaଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ବଂଧୁ ମନୋହର ସୋହହିଂ ସଂଗା । ଜାତ ନଚାବତ ଚପଲ ତୁଂଗା । ରାଜକୁଅଁର ବର ବାଜି ଦେଖାଵହିଁ । ବଂସ ପ୍ରସଂସକ ବିରିଦ ସୁନାବହିଂ ॥ ଭାବାର୍ଥ :- ପ୍ରଭୁ ଶ୍ରୀରାମଙ୍କ ସାଥିରେ ଅଶ୍ବଚାଳକ ଭାଇ ମନୋହରଙ୍କ ଦ୍ବାରା ଚଞ୍ଚଳ ଘୋଡା ମାନଙ୍କୁ ନାଗଡା ତାଳରେ ନଚାଇ ନଚାଇ ଯାଉଥାନ୍ତି । ଶ୍ରେଷ୍ଠ ଘୋଡା ମାନଙ୍କୁ ବାଦ୍ୟ ତାଳରେ ନଚାଇ ରାଜକୁମାର ମାନେ ଦେଖାଉଥାଆନ୍ତି ଆଉ ମହାରାଜା ଦଶରଥଙ୍କ ସୂର୍ଯ୍ୟ [...]
Odiaଗୀତା ଉପଦେଶ: ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଆତ୍ମ ସଂଯମ ଯୋଗ ସମ୍ବନ୍ଧରେ କହୁଛନ୍ତି : – ଆରୁରୁକ୍ଷର୍ମୁନେରଯୋଗଂ କର୍ମ କାରଣମୁଚ୍ୟତେ। ଯୋଗାରୂଢସ୍ୟ ତସୈବ ଶମଃ କାରଣମୁଚ୍ୟତେ। ଅର୍ଥାତ୍:- ହେ ଅର୍ଜ୍ଜୁନ ! ଯୋଗାରୂଢ ହେବାକୁ ମନନଶୀଳ ପୁରୁଷ ଙ୍କ ନିମନ୍ତେ ନିଷ୍କାମ ଭାବରେ କର୍ମ କରିବା ହିଁ ଯୋଗ ପ୍ରାପ୍ତିର ହେତୁ ବୋଲି କୁହାଯାଏ ଏବଂ ଯୋଗାରୂଢ ହୋଇଯିବ ପରେ ସେହି ଯୋଗାରୂଢ ପୁରୁଷଙ୍କ ସର୍ଵ ସଂକଳ୍ପ ଶୁନ୍ୟତା ହିଁ ତାଙ୍କ କଲ୍ୟାଣ ର କାରଣ ବୋଲି [...]
Odiaକେନ୍ଦ୍ରର ପ୍ରସ୍ତାବ ଖାରଜ କଲା ସଂଯୁକ୍ତ କିସାନ ମୋର୍ଚ୍ଚା
ନୂଆଦିଲ୍ଲୀ: ଏମ୍ଏସପି ନେଇ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ସଂଯୁକ୍ତ କିସାନ ମୋର୍ଚ୍ଚା (ଏସକେଏମ୍) ଖାରଜ କରିଛି । କୃଷକ ନେତାଙ୍କ ସହ ଚଣ୍ଡିଗଡ଼ରେ ରବିବାର ଚତୁର୍ଥ ପର୍ଯ୍ୟାୟ ଆଲୋଚନା ବେଳେ ସରକାର ପାଞ୍ଚ ବର୍ଷ ପାଇଁ ପାଞ୍ଚଟି ପ୍ରମୁଖ ଫସଲ ଉପରେ ଏମଏସପି ଦେବାକୁ ପ୍ରସ୍ତାବ ଦେଇଥିଲେ । ତେବେ ଏହି ପ୍ରସ୍ତାବ ଉପରେ ଭାରତୀୟ କିସାନ ୟୁନିଅନ (ଅଣ ରାଜନୈତିକ) ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ମିଳିନାହିଁ। ସଂଯୁକ୍ତ କିସାନ ମୋର୍ଚ୍ଚା କହିଛି ଯେ ମକା, [...]
Odiaଚଣ୍ଡିଗଡ଼ ମେୟର ନିର୍ବାଚନ ବିବାଦ: ବାଲଟ୍ ପେପର ଓ ଭୋଟ ଗଣତିର ଭିଡିଓ ରେକର୍ଡିଂ ଦାଖଲ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ସୋମବାର ଚଣ୍ଡିଗଡ଼ ମେୟର ନିର୍ବାଚନ ଜାଲିଆତି ମାମଲାର ଶୁଣାଣି ହୋଇଛି । ଚଣ୍ଡିଗଡ଼ ମେୟର ନିର୍ବାଚନର ବାଲଟ୍ ପେପର ଓ ଭୋଟ୍ ଗଣତି ଦିନର ପୂରା ଭିଡିଓ ରେକର୍ଡିଂ ମଙ୍ଗଳବାର ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ରେକର୍ଡଗୁଡିକ ସୁରକ୍ଷିତ ଭାବେ ଦିଲ୍ଲୀକୁ ଆଣିବା ପାଇଁ ସୁପ୍ରିମକୋର୍ଟ ଜଣେ ନ୍ୟାୟିକ ଅଧିକାରୀ ନିଯୁକ୍ତ କରିବାକୁ ପଞ୍ଜାବ ଓ ହରିୟାଣା ହାଇକୋର୍ଟର ରେଜିଷ୍ଟ୍ରାର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଫେବୃଆରୀ ୫ରେ ହୋଇଥିବା ଶୁଣାଣି [...]
Odiaହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ରୂପାନ୍ତରୀକରଣର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର – ରାଜଧାନୀ ସ୍ଥିତ ଡକ୍ଟର ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ବିଶ୍ବସ୍ତରୀୟ ଲାଇବ୍ରେରୀରେ ପରିଣତ କରାଯିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ଖଣି ନିଗମ (ଓଏମସି)ର ମିଳିତ ଆନୁକୂଲ୍ୟରେ ଗ୍ରନ୍ଥାଳୟର ରୂପାନ୍ତରୀକରଣ କରିବା ପାଇଁ ଓଡ଼ିଶା ସରକାର ଏହି ପ୍ରୟାସ ଆରମ୍ଭ କରିଛନ୍ତି । ଏଥିସହ ଭୁବନେଶ୍ବରର ବାପୁଜୀନଗର ଠାରେ ଅବସ୍ଥିତ ଇଣ୍ଟିଗ୍ରେଟେଡ୍ ପବ୍ଲିକ୍ ସର୍ଭିସ [...]
Odiaଓଡ଼ିଶା ପୋଲିସ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କଲେ ଡିଜିପି
ଭୁବନେଶ୍ୱର – ଜାମ୍ମୁରେ ଅନୁଷ୍ଠିତ ୭୨ତମ ଅଖିଳ ଭାରତ ପୋଲିସ ହକି ପ୍ରତିଯୋଗିତାରେ ଓଡିଶା ପୋଲିସର ମହିଳା ଦଳ ଅଂଶ ଗ୍ରହଣ କରି ବ୍ରୋଞ୍ଜ ପଦକ ହାସଲ କରିଛି । ଆଜି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ବ୍ରୋଞ୍ଜ ବିଜୟୀ ଓଡ଼ିଶା ପୋଲିସ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କରିଥିଲେ। ଖେଳୁଆଡ ମନୋଭାବ ବଜାୟ ରଖି ଆଗକୁ ମଧ୍ୟ ଗୌରବ ଆଣିବାକୁ ଡିଜିପି ଖେଳାଳିମାନଙ୍କୁ ଆହ୍ବାନ ଦେଇଛନ୍ତି। ଡିଜିପିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଥିବାରୁ ଖେଳାଳିମାନେ ଖୁସି [...]
