Odiaପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସଫଳ କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ, କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଲେ ବିଭାଗୀୟ ଶାସନ ସଚିବ
ଭୁବନେଶ୍ୱର- ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଫେବୃଆରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନ ଠାରେ ଆୟୋଜିତ ହେବ । ଏ ପରିପ୍ରେକ୍ଷୀରେ ଲୋକସେବା ଭବନ କନଭେନସନ ସେଣ୍ଟର ସମ୍ମିଳନୀ କକ୍ଷରେ ଓଡିଆ ଭାଷା, ସାହିତ୍ଯ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ଵିନୀ କୁମାର ପାତ୍ର, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ,ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ [...]
Odiaଶରଣ ଶ୍ରୀକ୍ଷେତ୍ର ମାରଦା
ଗଜପତି ମହାରାଜ ଶ୍ରୀ ରାମଚନ୍ଦ୍ରଦେବ ୨ୟଙ୍କ ଶାସନ କାଳରେ , ମୁଘଲ ସେନାପତି ତକି ଖାଁ ଆକ୍ରମଣ କରିଥିଲା ୧୭୩୨ ଖ୍ରୀଷ୍ଟାବ୍ଦରେ ।ଏହି ସମୟରେ ସେବକମାନଙ୍କ ସହଯୋଗ ରେ ଗଜପତି ମହାରାଜ ମହାପ୍ରଭୁଙ୍କୁ ଚିଲିକା ମଧ୍ୟରେ ଥିବା ନିଇରି ଗ୍ରାମ କୁ ସ୍ଥାନାନ୍ତର କରିବାକୁ ପଡିଥିଲା । ଏହି ସ୍ଥାନରେ କିଛି ଦିନ ଅବସ୍ଥାନ କରିବା ପରେ ବିପଦ ଆଶଙ୍କା କରି ପୁନଃ ଗଂଜାମର ମାରଦା ଅଞ୍ଚଳରେ ଥିବା ଘଞ୍ଚ ଅରଣ୍ୟ ମଧ୍ୟକୁ ନେଇଥିଲେ । ହାତୀବାଡ଼ି [...]
Odiaଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ଉର ଧରି ରାମହି ସୀୟ ସମେତା। ହରଷିତ କୀହ୍ନ ଗୁର ଗବନୁ ନିକେତନ ॥ ବିପ୍ରବଧୁ ସବ ଭୂପ ବୋଲାଈ । ଚୈଲ ଚାରୁ ଭୂଷନ ପହିରାଈ ॥ ଭାବାର୍ଥ :- ବଡ଼ ବୋହୁ ସୀତାଙ୍କୁ ଏବଂ ଶ୍ରୀରାମଙ୍କୁ ହୃଦୟରେ ଲଗାଇ ମହର୍ଷି ବଶିଷ୍ଠ ସହର୍ଷ ଆଶିର୍ବାଦ ଦେଇ ନିଜ ହୃଦୟରେ ଧାରଣ କରି ନିଜ ସ୍ଥାନକୁ ଗଲେ । ସମସ୍ତ ବ୍ରାହ୍ମଣ ମାନଙ୍କ ସ୍ତ୍ରୀ ମାନଙ୍କୁ ରାଜା ଦଶରଥ ଡକାଇଲେ [...]
Odiaଗୀତା ଉପଦେଶ: ନିଜର ଅପରାଧିକ ମନୋଭାବ ନିଜ ଭିତରେ ଭୟ ଉଦ୍ରେକ କରିଥାଏ
ଶ୍ରୀମଦ ଭଗବଦ ଗୀତାରେ ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ରଣଭୂମୀର ପ୍ରତ୍ୟକ୍ଷ ଚିତ୍ର ପ୍ରଦାନ କରି କହୁଛନ୍ତି : ସ ଘୋଷୋ ଧାର୍ତରାଷ୍ଟ୍ରଣାଂ ହୃଦୟାନି ବ୍ୟଦାରୟତ୍। ନଭଶ୍ଚ ପୃଥିବୀଂ ଚୈବ ତୁମୁଳୋ ଭ୍ୟନୁନାଦୟନ୍। ହେ ଧୃତରାଷ୍ଟ୍ର! ସେହି ଭୟଙ୍କର ଶବ୍ଦ ପୃଥିବୀ ଓ ଆକାଶରେ କମ୍ପନ ସୃଷ୍ଟି କରି ଆପଣଙ୍କ ପୁତ୍ରମାନଙ୍କର ହୃଦୟକୁ ବିଦାରିତ କରୁଅଛି। ପାଣ୍ଡବ ସେନାର ଶଙ୍ଖନାଦ, କୌରବ ସୈନ୍ୟଙ୍କର ହୃଦୟକୁ ବିଦାରିତ କରିଦେଲା । କିନ୍ତୁ କୌରବ ବାହିନୀ ଶଙ୍ଖଧ୍ୱନି କଲାବେଳେ, ଏମିତି ପ୍ରଭାବ ପାଣ୍ଡବଙ୍କ [...]
Odiaମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପରେ ହେମନ୍ତ ସୋରେନ ଗିରଫ
ରାଞ୍ଚି: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗିରଫ ହୋଇଛନ୍ତି ହେମନ୍ତ ସୋରେନ । ଜମି ଦୁର୍ନୀତି ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ତାଙ୍କୁ ଗିରଫ କରିଛି । ଗିରଫ ପରେ ସୋରେନ ଇଡି ବିରୋଧରେ ହାଇକୋର୍ଟରେ ଏକ ରିଟ୍ ପିଟିସନ ଦାୟର କରିଛନ୍ତି । ଆସନ୍ତାକାଲି ଏହାର ଶୁଣାଣି ହେବ । ଏହା ପୂର୍ବରୁ ଇଡିର ଏକ ଟିମ୍ ତାଙ୍କ ରାଞ୍ଚି ବାସଭବନରେ ପହଞ୍ଚି ସୋରେନଙ୍କୁ ପ୍ରାୟ ୭ [...]
ଆଇପିଏସ ଅଫିସର ବି. ରାଧିକାଙ୍କୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର – ୧୯୮୯ ବ୍ୟାଚ୍ ଆଇପିଏସ ଅଫିସର ବି.ରାଧିକା ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ତାଙ୍କର ସ୍ୱେଚ୍ଛାକୃତ ଅବସର ଆବେଦନକୁ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଫେବ୍ରୁଆରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ମିଳିଛି । ଏ ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଗତବର୍ଷ ନଭେମ୍ବରରେ ଓଡ଼ିଶା ଫେରିଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ଚାକିରିରୁ [...]
Odiaପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିଷ୍ପତ୍ତି
ଭୁବନେଶ୍ୱର – ଆସନ୍ତାମାସ ୩ରୁ ୫ ତାରିଖ ଯାଏଁ ଭୁବନେଶ୍ବରରେ ଆୟୋଜିତ ହେବ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ । ସମ୍ମିଳନୀରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସମ୍ବନ୍ଧରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେସବୁ ହେଲା — • ଓଡିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ। • ଏତଦ୍ବ୍ୟତୀତ ଜ୍ଞାନପୀଠ ପୁରସ୍କାର ବିଜେତା, ପଦ୍ମ ପୁରସ୍କାର ବିଜେତା, ସାହିତ୍ୟ [...]
ଗିରଫ ସମ୍ଭାବନା ମଧ୍ୟରେ ହେମନ୍ତ ସୋରେନଙ୍କ ଇସ୍ତଫା, ଚମ୍ପାଇ ସୋରେନ୍ ହେବେ ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

Odiaଗିରଫ ସମ୍ଭାବନା ମଧ୍ୟରେ ହେମନ୍ତ ସୋରେନଙ୍କ ଇସ୍ତଫା, ଚମ୍ପାଇ ସୋରେନ୍ ହେବେ ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
ରାଞ୍ଚି: ଜମି ଦୁର୍ନୀତି ମାମଲାରେ ଗିରଫ ଆଶଙ୍କା ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଇସ୍ତଫା ଦେଇଛନ୍ତି । ବହୁଘଣ୍ଟା ଧରି ଇଡି ଜେରାର ସମ୍ମୁଖୀନ ହେବା ପରେ ହେମନ୍ତ ସୋରେନ ରାଜ ଭବନକୁ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫା ପତ୍ର ଦେଇଥିଲେ । ବରିଷ୍ଠ ଜେଏମଏମ ନେତା ଚମ୍ପାଇ ସୋରେନ୍ ଝାଡ଼ଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ । ସେ ଜେଏମ୍ଏମ୍ ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି। ଚମ୍ପାଇ ସୋରେନଙ୍କ ନେତୃତ୍ୱରେ ନୂଆ ସରକାର [...]
Odiaବରିଷ୍ଠ ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ
ଭୁବନେଶ୍ୱର – ବରିଷ୍ଠ ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ରେଲୱେ ଓ ଉପକୂଳ ସୁରକ୍ଷା ଏଡିଜିପି ଥିବା ଦୟାଲ ଗଙ୍ଗୱରଙ୍କୁ ବଦଳି କରାଯାଇ ଆଧୁନିକୀକରଣ ଏଡିଜିପି ଭାବେ ଅବସ୍ଥାପିତ କରାଯାଇଛି। ବର୍ତ୍ତମାନ ଆଧୁନିକୀକରଣ ଏଡିଜିପି ଥିବା ରାଜେଶ କୁମାରଙ୍କୁ ରେଲୱେ ଓ ଉପକୂଳ ସୁରକ୍ଷା ଏଡିଜିପି ଭାବେ ବଦଳି କରାଯାଇଛି। ଏଥିସହ ସେ ଏସଏଫ୍ଏସଏଲର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ [...]
Odiaପ୍ରଥମ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କଲେ ନବୀନ
ଭୁବନେଶ୍ୱର -:ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ । ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫-ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି। [...]
