Odiaଶ୍ରୀରାମ ଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ନହିଂ ତବ ଆଦି ମଧ୍ୟ ଅବସାନା । ଅମିତ୍ ପ୍ରଭାଉ ବେଦୁ ନହିଂ ଜାନା ॥ ଭବ ଭବ ବିଭବ ପରାଭବ କାରିନି । ବିସ଼୍ବ ବିମୋହନି ସ଼୍ବବସ ବିହରିନି ॥ ଭାବାର୍ଥ :- ହେ ପ୍ରଭୁ, ଆପଣଙ୍କର ଆରମ୍ଭ ନାହିଁ କି ମଝି ନାହିଁ କି ଅନ୍ତ-ଶେଷ ମଧ୍ୟ ନାହିଁ । ଆପଣଙ୍କ ଅସୀମ ପ୍ରଭାବକୁ ବେଦ ମଧ୍ୟ ସମ୍ପୁର୍ଣ୍ଣ ରୂପେ ଜାଣନ୍ତି ନାହିଁ । ଆପଣ ଏହି ସଂସାରର [...]
Odiaଗୀତା ଉପଦେଶ: ଭଗବାନଙ୍କ ପ୍ରତି ପୂର୍ଣ୍ଣ ପ୍ରେମ ଭାବ ହିଁ ଭକ୍ତି
ବିଷାଦଗ୍ରସ୍ତ ଅର୍ଜୁନଙ୍କୁ ରଣାଙ୍ଗନରେ ଭଗବାନ ଶ୍ରୀକୃଷ୍ଣ ଦଶମ ଅଧ୍ୟାୟରେ କହୁଛନ୍ତି : – ଭୂୟ ଏବ ମହାବାହୋ ଶୃଣୁ ମେ ପରମଂ ବଚଃ । ୟତ୍ତେଽହଂ ପ୍ରୀୟମାଣାୟ ବକ୍ଷ୍ୟାମି ହିତକାମ୍ୟୟା ॥ ଭଗବାନ କହିଲେ – ହେ ମହାବାହୁ ଅର୍ଜୁନ ! ପୁନଶ୍ଚ ତୁମେ ମୋର ପରମ ବଚନ ଶୁଣ, ଯାହାକୁ ମୁଁ ତୁମର ହିତ ଉଦ୍ଦେଶ୍ୟରେ କହିବି; କାରଣ ତୁମେ ମୋ ପ୍ରତି ଅତ୍ୟନ୍ତ ପ୍ରେମ ଭାବ ରଖୁଛ । (ଗୀତା ୧୦ମ ଅ। ୧ମ [...]
ସ୍କୁଲ ରୂପାନ୍ତରଣ : ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Odiaସ୍କୁଲ ରୂପାନ୍ତରଣ : ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ୬ଟି ଜିଲ୍ଲାର ୨୮୬ଟି ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର – ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ସୂଚନାଯୋଗ୍ୟ ଯେ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ [...]
ଆଇପିଏସ ସ୍ତରରେ ଅଦଳବଦଳ: ବଦଳିଲେ ପୋଲିସ କମିଶନର ଓ ୬ ଜିଲ୍ଲାର ଏସପି, ସୌମେନ୍ଦ୍ର ପ୍ରିୟଦର୍ଶୀ ଗୁଇନ୍ଦା ନିର୍ଦ୍ଦେଶକ

Odiaଆଇପିଏସ ସ୍ତରରେ ଅଦଳବଦଳ: ବଦଳିଲେ ପୋଲିସ କମିଶନର ଓ ୬ ଜିଲ୍ଲାର ଏସପି, ସୌମେନ୍ଦ୍ର ପ୍ରିୟଦର୍ଶୀ ଗୁଇନ୍ଦା ନିର୍ଦ୍ଦେଶକ
ଭୁବନେଶ୍ୱର – ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି । ୬ ଜିଲ୍ଲାର ଏସପିଙ୍କ ସମେତ କମିଶନରେଟ ପୋଲିସ କମିଶନରଙ୍କ ବଦଳି ହୋଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସ୍ଥାନରେ କଟକ-ଭୁବନେଶ୍ବରର ନୂଆ ପୋଲିସ କମିଶନର ହୋଇଛନ୍ତି ସଞ୍ଜୀବ ପଣ୍ଡା। କଟକ ଡିସିପି ହୋଇଛନ୍ତି କନଓ୍ବର ବିଶାଲ ସିଂ। ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ହିମାଂଶୁ ଲାଲ୍ ହୋଇଛନ୍ତି ନୂଆ ଉତ୍ତରାଞ୍ଚଳ ଆଇଜି। ସନ୍ତୋଷ ବାଲାଙ୍କୁ ଓପିଏଚଡବ୍ଲୁ ସି ସିଏମଡି [...]
Odiaଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ କୌଶଳ ବିକାଶ ସଂଯୋଜକ ଓ ବ୍ଲକ ପ୍ରକଳ୍ପ ମ୍ୟାନେଜର
ଭୁବନେଶ୍ୱର – ଭିଜିଲାନ୍ସ ଜାଲରେ ଧରାପଡ଼ି ମୟୂରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକ୍ କୌଶଳ ବିକାଶ ସଂଯୋଜକ ପ୍ରଦ୍ୟୁକ୍ତି ରଞ୍ଜନ ଭୂୟାଁ ଓ ବ୍ଲକ ପ୍ରକଳ୍ପ ପରିଚାଳକ ଲକ୍ଷ୍ମଣ ବିଶ୍ବାଳ । ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଧରିଛି ଭିଜିଲାନ୍ସ ଟିମ୍। ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ( ଜିପିଏଲଏଫ )ର ଜଣେ କର୍ମକର୍ତ୍ତାଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଧରିଛି ଭିଜିଲାନ୍ସ। ସଂପୃକ୍ତ ଜିପିଏଲଏଫ କର୍ମକର୍ତ୍ତାଙ୍କ ଜଣେ ସମ୍ପର୍କୀୟଙ୍କୁ ମାଷ୍ଟର ବୁକ୍ କିପର [...]
Odiaଶିମିଳିପାଳରେ ହେବ କଳାବାଘ ସଫାରୀ
ଭୁବନେଶ୍ୱର – ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟରେ କଳାବାଘର ସଫାରୀ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ମୟୂରଭଞ୍ଜର ଶିମିଳିପାଳ ଟାଇଗର ରିଜର୍ଭ ନିକଟରେ ଓଡ଼ିଶା ଏକ ସ୍ବତନ୍ତ୍ର ମେଲାନିଷ୍ଟିକ୍ ଟାଇଗର ସଫାରୀ ସ୍ଥାପନ କରିବାକୁ ଯାଉଛି ବୋଲି ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପର୍ଯ୍ୟଟକମାନେ ଳ ବର୍ତ୍ତମାନ କେବଳ ଓଡ଼ିଶାରେ ମିଳୁଥିବା ବିରଳ ପ୍ରଜାତିର କଳାବାଘର ଝଲକ ପାଇପାରିବେ। ଓଡ଼ିଶା ଜଙ୍ଗଲରେ ବିରଳ କଳାବାଘ ଅଛନ୍ତି ବୋଲି [...]
Odiaଆଣ୍ଟିବାୟୋଟିକ ନେଇ କେନ୍ଦ୍ରର ନିର୍ଦ୍ଦେଶ ଅନୁପାଳନ କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଭୁବନେଶ୍ୱର – କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ନିର୍ଦ୍ଦେଶ କ୍ରମେ ପ୍ରେସକ୍ରିପସନ୍ରେ ଆଣ୍ଟିବାୟୋଟିକ୍ ଲେଖୁଥିଲେ ଡାକ୍ତର ମାନଙ୍କୁ କାରଣ ଦର୍ଶାଇବାକୁ ଚିଠି ଲେଖିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ସବୁ ମେଡିକାଲ କଲେଜ ଅଧୀକ୍ଷକଙ୍କୁ ସ୍ୱାସ୍ଥ୍ୟ ସଚିବ ଶାଲିନୀ ପଣ୍ଡିତ ଚିଠି ଲେଖି କେନ୍ଦ୍ରର ନିର୍ଦ୍ଦେଶ ଅନୁପାଳନ ପାଇଁ କହିଛନ୍ତି। ଆଣ୍ଟିବାୟୋଟିକ୍ ଲେଖୁଥିଲେ ଲକ୍ଷଣ, କାରଣ, ଯୌକ୍ତିକତା ଦର୍ଶାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଦେଶରେ ଆଣ୍ଟିବାୟୋଟିକ୍ ଔଷଧର ଅପବ୍ୟବହାର ଓ ଅତ୍ୟଧିକ ବ୍ୟବହାର [...]
Odiaମୟୂରଭଞ୍ଜ ସଡକ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ, ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ୱର – ମୟୁରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି | ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି | ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ [...]
Odiaବାଙ୍ଗିରିପୋଷି ଦୁର୍ଘଟଣାରେ ପ୍ରାଣହାନି ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ଭୁବନେଶ୍ୱର – ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନୀ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସବୁ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।
Odia‘ଇଣ୍ଡିଆ’ ମେଣ୍ଟକୁ ବଡ଼ ଝଟକା, ଲୋକସଭା ନିର୍ବାଚନ ଏକା ଲଢ଼ିବ ତୃଣମୂଳ କଂଗ୍ରେସ
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀଙ୍କ ‘ଇଣ୍ଡିଆ’ ମେଣ୍ଟକୁ ବଡ଼ ଝଟକା ଲାଗିଛି । ଆଗାମୀ ଲୋକସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ପଶ୍ଚିମବଙ୍ଗର ସମସ୍ତ ଆସନରେ ଏକା ଲଢ଼ିବ ବୋଲି ଦଳର ସୁପ୍ରିମୋ ମମତା ବାନାର୍ଜୀ ସ୍ପଷ୍ଟ କରିଛନ୍ତି । ମମତା କହିଛନ୍ତି, ଟିଏମସି ଯେଉଁ ପ୍ରସ୍ତାବ ଦେଇଥିଲା ତାହାକୁ ଖାରଜ କରାଯାଇଛି । ତେଣୁ ତୃଣମୂଳ କଂଗ୍ରେସ ରାଜ୍ୟରେ କୌଣସି ଦଳ ସହ ମେଣ୍ଟ କରିବନି ବରଂ ଏକା ନିର୍ବାଚନ ଲଢ଼ିବ । ମମତା ବାନାର୍ଜୀ [...]
