Odiaପୁଣେ ହିଟ୍ ଆଣ୍ଡ୍ ରନ୍: ଘରୋଇ ଡ୍ରାଇଭରଙ୍କୁ ବନ୍ଧକ ରଖିବା ଅଭିଯୋଗରେ ନାବାଳକ ଅଭିଯୁକ୍ତର ଜେଜେ ଗିରଫ
ପୁଣେ (ମହାରାଷ୍ଟ୍ର): ପୁଣେ ପୋର୍ସ କାର୍ ଦୁର୍ଘଟଣାରେ ସମ୍ପୃକ୍ତ ୧୭ ବର୍ଷୀୟ ବାଳକର ଜେଜେବାପାଙ୍କୁ ଗିରଫ କରିଛି ପୋଲିସ। ନିଜ ଘରୋଇ ଡ୍ରାଇଭରକୁ ବନ୍ଧକ ରଖିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ପୋଲିସ ସୂଚନାନୁସାରେ ଏହି ମାମଲାରେ ନାବାଳକର ବାପା ବିଶାଲ ଅଗ୍ରୱାଲଙ୍କ ବିରୋଧରେ ମଧ୍ୟ ଏକ ମାମଲା ରୁଜୁ ହୋଇଛି। ପୁଣେ ପୋଲିସ ମହାନିର୍ଦ୍ଦେଶକ ଅମିତେଶ କୁମାର ଗତକାଲି କହିଥିଲେ ଯେ, ଦୁର୍ଘଟଣା ବେଳେ ନାବାଳକ କାର୍ ଚଳାଉ ନଥିଲା ବୋଲି ପ୍ରମାଣ କରିବାକୁ ଉଦ୍ୟମ [...]
Odiaମତାଧିକାର ସାବ୍ୟସ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : କହିଲେ, ପୁଣି ଥରେ ରାଜ୍ୟରେ ଗଠନ କରିବେ ସରକାର
ଭୁବନେଶ୍ବର – ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସୁପ୍ରିମୋ ଆଜି ରାଜଧାନୀରେ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ନବୀନ ନିବାସରୁ ଚାଲି ଚାଲି ମତଦାନ କେନ୍ଦ୍ରକୁ ଭୋଟ୍ ଦେବାକୁ ଆସିଥିଲେ ମୁଖ୍ୟମନ୍ତ୍ରୀ। ଜନତାଙ୍କ ଅଭିବାଦନ ସ୍ୱୀକାର କରିଥିଲେ । ୧୧୪ ନମ୍ବର ବୁଥରେ ନିଜର ମତାଧିକାର ସାବ୍ୟସ୍ତ କରିଥିଲେ ନବୀନ । ଭୋଟ୍ ଦେବାପରେ ସେ କାଳି ଲଗା ଆଙ୍ଗୁଳି ଦେଖାଇଥିଲେ। ଏଥିସହିତ ସେ [...]
Odiaସକାଳ ୯ଟା ସୁଦ୍ଧା ମତଦାନ ହାର ୭ ଦଶମିକ ୪୩ ପ୍ରତିଶତ , କେନ୍ଦୁଝରରେ ସର୍ବାଧିକ
ଭୁବନେଶ୍ୱର – ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ଭୋଟ୍ ଗ୍ରହଣ ଚାଲିଛି। ୬ ଲୋକସଭା ଆସନ – କଟକ, ପୁରୀ, ଭୁବନେଶ୍ୱର, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ଏବଂ ୪୨ ବିଧାନସଭା ଆସନରେ ଆଜି ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ସକାଳ ୯ଟା ସୁଦ୍ଧା ମତଦାନ ହାର ୭ ଦଶମିକ ୪୩ ପ୍ରତିଶତ ଥିବା ସୂଚନା ମିଳିଛି। ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ ସକାଳ ୯ଟା ସୁଦ୍ଧା ଭୁବନେଶ୍ୱରରେ ୬ ଦଶମିକ ୬୫ ପ୍ରତିଶତ, [...]
Odiaସାଧାରଣ ଲୋକଙ୍କ ଭଳି ଅଟୋରେ ଆସି ମତାଧିକାର ସାବ୍ୟସ୍ତ କଲେ କାର୍ତ୍ତିକ ପାଣ୍ଡିଆନ, ଗଣତନ୍ତ୍ରର ମହାପର୍ବରେ ସାମିଲ ପାଇଁ ଅପିଲ୍
ଭୁବନେଶ୍ୱର – ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ସକାଳୁ ସକାଳୁ ହିଁ ଭୋଟରଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ସାଧାରଣ ଭୋଟରଙ୍କ ସହ ରାଜନେତା, ଅଧିକାରୀ ଓ ସେଲିବ୍ରିଟି । ଆଜି ସକାଳୁ ସକାଳୁ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଏମାନଙ୍କ ମଧ୍ୟରେ ଥିଲେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ସେ ଆଜି ସକାଳୁ ସକାଳୁ ସାଧାରଣ ଭୋଟର [...]
Odiaସନରାଇଜର୍ସ-କେକେଆର୍ ଆଇପିଏଲ୍ ଫାଇନାଲ
ଚେନ୍ନାଇ: ହାଇନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ପରେ ବାମହାତୀ ସ୍ପିନର ଶାହାବାଜ ଅହମ୍ମଦ ଏବଂ ଅଭିଷେକ ଶର୍ମାଙ୍କ ଯାଦୁକରୀ ପ୍ରଦର୍ଶନ ବଳରେ ଶୁକ୍ରବାର ଆଇପିଏଲର ଦ୍ୱିତୀୟ କ୍ବାଲିଫାୟରରେ ସନରାଇଜର୍ସ ହାଇଦ୍ରାବାଦ ୩୬ ରନରେ ରାଜସ୍ଥାନ ରୟାଲ୍ସକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ହାଇଦ୍ରାବାଦ ତୃତୀୟ ଥର ପାଇଁ ଫାଇନାଲରେ ପହଞ୍ଚିଛି। ରବିବାର ଖେଳାଯିବାକୁ ଥିବା ଫାଇନାଲରେ ସନରାଇଜର୍ସର ମୁକାବିଲା କୋଲକାତା ନାଇଟ୍ ରାଇଡର୍ସ ସହିତ ହେବ । ଧ୍ରୁବ ଜୁରେଲ (୩୫ ବଲରେ ୫୬ ନଟ୍ ଆଉଟ୍, ୭ [...]
Odiaଷଷ୍ଠ ପର୍ଯ୍ୟାୟ ମତଦାନ ଆରମ୍ଭ, ୮ ରାଜ୍ୟର ୫୮ ଆସନରେ ଚାଲିଛି ଭୋଟ ଗ୍ରହଣ
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ ଶନିବାର (ମେ ୨୫) ଆରମ୍ଭ ହୋଇଛି । ୬ଟି ରାଜ୍ୟ ଓ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳର ୫୮ ଆସନରେ ସକାଳ ୭ଟାରୁ ଭୋଟ୍ ଗ୍ରହଣ ଜାରି ରହିଛି। ଏହି ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀର ସମସ୍ତ ୭ଟି ଆସନ ବ୍ୟତୀତ ଉତ୍ତର ପ୍ରଦେଶର ୧୪, ହରିୟାଣାର ୧୦, ବିହାର ଏବଂ ପଶ୍ଚିମବଙ୍ଗର ୮-୮, ଓଡ଼ିଶାର ୬, ଝାଡ଼ଖଣ୍ଡର ୪, ଜମ୍ମୁ କାଶ୍ମୀରର ଗୋଟିଏ ଆସନରେ ମତଦାନ [...]
Odiaତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଓଡ଼ିଶା ପୋଲିସର ବ୍ୟାପକ ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ ପାହ୍ୟାର ୩୫ ହଜାର ପୋଲିସ କର୍ମଚାରୀ ମୁତୟନ
ଭୁବନେଶ୍ୱର – ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ଯ୍ୟାୟକୁ ଶାନ୍ତି ଶୃଙ୍ଖଳା , ଅବାଧ , ମୁକ୍ତ ଏବଂ ନିରପେକ୍ଷ ନିର୍ବାଚନ ଅନୁଷ୍ଠିତ କରାଯିବ ନିମନ୍ତେ ରାଜ୍ୟ ପୋଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଗ୍ରହଣ କରାଯାଉଛି । ସେଥିପାଇଁ ୧୨ ପୋଲିସ ଜିଲ୍ଲାରେ ୭୬୪୬ ସ୍ଥାନରେ ୧୦୫୫୧ ମତଦାନ କେନ୍ଦ୍ର ମଧ୍ୟରୁ [...]
Odia୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ଆରମ୍ଭ , ୪୪୭ ପ୍ରାର୍ଥୀ ଓ ୯୪ ଲକ୍ଷରୁ ଉର୍ଦ୍ଧ୍ବ ଭୋଟର
ଭୁବନେଶ୍ୱର – ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳ ୭ଟାରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି। ଆଜି ୬ ଲୋକସଭା ଓ ଏସବୁ ଲୋକସଭା ଆସନ ଅଧୀନସ୍ଥ ୪୨ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେଉଛି । ସମ୍ବଲପୁର, କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ଲୋକସଭା ଆସନରେ ମତଦାନ ହେଉଛି । ସଂଧ୍ୟା ୬ଟା ଯାଏଁ ମତଦାନ ଜାରି ରହିବ । ତୃତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ମୋଟ [...]
Odiaଶ୍ରୀ ରାମଚରିତ ମାନସ: ବାଲ କାଣ୍ଡ
॥ ବାଲ କାଣ୍ଡ ॥ ଏକ ଜନମ କର କାରନ ଏହା । ଜେହି ଲଗି ରାମ ଧରୀ ନରଦେହା ॥ ପ୍ରତି ଅବତାର କଥା ପ୍ରଭୁ କେରୀ । ସୁନୁ ମୁନି ବରନୀ କବିହ୍ନ ଧନେରୀ ॥ ଭାବାର୍ଥ :- ଏହା ଗୋଟିଏ ଜନ୍ମର କଥା ଥିଲା ଯେଉଁଠି ଭଗବାନ ଶ୍ରୀରାମ ମନୁଷ୍ୟ ଦେହ ଧାରଣ କରିଥିଲେ । ହେ ମହାମୁନି ଭରଦ୍ବାଜ ! ଶୁଣ, ଭଗବାନଙ୍କର ପ୍ରତ୍ୟେକ ଅବତାର ର କଥାକୁ କବିତା ଆକାରରେ [...]
Odiaଗୀତା ଉପଦେଶ: ନିଜର ଅପରାଧିକ ମନୋଭାବ ନିଜ ଭିତରେ ଭୟ ଉଦ୍ରେକ କରିଥାଏ
ଶ୍ରୀମଦ ଭଗବଦ ଗୀତାରେ ସଞ୍ଜୟ ଧୃତରାଷ୍ଟ୍ରଙ୍କୁ ରଣଭୂମୀର ପ୍ରତ୍ୟକ୍ଷ ଚିତ୍ର ପ୍ରଦାନ କରି କହୁଛନ୍ତି : ସ ଘୋଷୋ ଧାର୍ତରାଷ୍ଟ୍ରଣାଂ ହୃଦୟାନି ବ୍ୟଦାରୟତ୍। ନଭଶ୍ଚ ପୃଥିବୀଂ ଚୈବ ତୁମୁଳୋ ଭ୍ୟନୁନାଦୟନ୍। ହେ ଧୃତରାଷ୍ଟ୍ର! ସେହି ଭୟଙ୍କର ଶବ୍ଦ ପୃଥିବୀ ଓ ଆକାଶରେ କମ୍ପନ ସୃଷ୍ଟି କରି ଆପଣଙ୍କ ପୁତ୍ରମାନଙ୍କର ହୃଦୟକୁ ବିଦାରିତ କରୁଅଛି। ପାଣ୍ଡବ ସେନାର ଶଙ୍ଖନାଦ, କୌରବ ସୈନ୍ୟଙ୍କର ହୃଦୟକୁ ବିଦାରିତ କରିଦେଲା । କିନ୍ତୁ କୌରବ ବାହିନୀ ଶଙ୍ଖଧ୍ୱନି କଲାବେଳେ, ଏମିତି ପ୍ରଭାବ ପାଣ୍ଡବଙ୍କ [...]
