Odiaଆନନ୍ଦପୁରରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ବିରୋଧୀଙ୍କୁ ପ୍ରହାର
ଆନନ୍ଦପୁର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆନନ୍ଦପୁରରେ ନିର୍ବାଚନ ପ୍ରଚାର କରି ବିରୋଧୀ ଦଳ ଉପରେ କଡା ପ୍ରହାର କରିଛନ୍ତି। ସେ କହିଛନ୍ତି ଯେ, ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର । କିନ୍ତୁ ବିକାଶ ହେଉଛି ବିଜେଡିର ଅସ୍ତ୍ର। ବିରୋଧୀଙ୍କ କୁମ୍ଭୀର କାନ୍ଦଣା ଚଳିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ଆନନ୍ଦପୁର ଓ ଘଷିପୁରାର ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ [...]
କେନ୍ଦୁଝର ସଦରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : କହିଲେ ବିକାଶ ବିଜେଡିର ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର

Odiaକେନ୍ଦୁଝର ସଦରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର : କହିଲେ ବିକାଶ ବିଜେଡିର ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର
କେନ୍ଦୁଝର – କେନ୍ଦୁଝର ସଦରରେ ନିର୍ବାଚନ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଛ ଓ ଅପପ୍ରଚାରକୁ ବିରୋଧୀ ଅସ୍ତ୍ର କରିଛନ୍ତି। ବିକାଶ ହେଉଛି ବିଜେଡିର ଅସ୍ତ୍ର। ବିରୋଧୀଙ୍କ କୁମ୍ଭୀର କାନ୍ଦଣା ଆଉ ଚଳିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ସମସ୍ତ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେୱ।ଇ, [...]
Odiaନିର୍ବାଚନ ପୂର୍ବରୁ ଜମ୍ମୁ-କାଶ୍ମୀରର ଦୁଇଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ; ପର୍ଯ୍ୟଟକ ଦମ୍ପତିଙ୍କୁ ଗୁଳି, ବିଜେପି ନେତାଙ୍କୁ ହତ୍ୟା
ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଶନିବାର (ମେ ୧୮) ରାତିରେ ଘଣ୍ଟାକ ମଧ୍ୟରେ ଦୁଇଟି ସ୍ଥାନରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ପ୍ରଥମ ଘଟଣା ଅନନ୍ତନାଗର ପହଲଗାମ ନିକଟରେ ଘଟିଥିଲା । ଏଠାରେ ଏକ ପର୍ଯ୍ୟଟନ ଶିବିରରେ ଆତଙ୍କବାଦୀମାନେ ଜଣେ ଦମ୍ପତିଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଗୁଳିମାଡ଼ର ଶିକାର ଦମ୍ପତି ରାଜସ୍ଥାନ ଜୟପୁରର ବାସିନ୍ଦା ଓ ଦୁହେଁ ରିସୋର୍ଟରେ ରହୁଥିଲେ। ମହିଳାଙ୍କ ନାମ ଫାରା ଏବଂ ତାଙ୍କ ସ୍ୱାମୀଙ୍କ ନାମ ତାବ୍ରେଜ | ସ୍ୱାମୀଙ୍କ ମୁଣ୍ଡରେ ଗୁଳି ବାଜିଛି। ତାଙ୍କ [...]
Odiaଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇକୁ ବିଦା କରି ପ୍ଲେ ଅଫରେ ଆରସିବି
ବେଙ୍ଗାଲୁରୁ: ଆଇପିଏଲରେ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୨୭ ରନରେ ହରାଇ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପ୍ଲେ ଅଫରେ ପ୍ରବେଶ କରିଛି । ଟୁର୍ଣ୍ଣାମେଣ୍ଟର ପ୍ରଥମ ରାଉଣ୍ଡ ସୁଦ୍ଧା ୮ଟି ମ୍ୟାଚରୁ ୭ଟି ହାରି ଏକଦା ପଏଣ୍ଟ ଟେବୁଲର ଶେଷରେ ଥିବା ଆରସିବି ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ଲଗାତାର ୬ଟି ମ୍ୟାଚ୍ ଜିତି ଅପ୍ରତ୍ୟାଶିତ ଭାବେ ପ୍ଲେ ଅଫରେ ସ୍ଥାନ ପକ୍କା କରିଛି। ଆରସିବି ନବମ ଥର [...]
Odiaଆଜି କେନ୍ଦୁଝର ଓ ଭଦ୍ରକ ସଂସଦୀୟ କ୍ଷେତ୍ରରେ ପ୍ରଚାର କରିବେ ନବୀନ
ଭୁବନେଶ୍ୱର – ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତାକାଲି ହେବାକୁ ଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ବିଭିନ୍ନ ରାଜନୈତିକ ଦଳ । ଆଜି କେନ୍ଦୁଝର ଓ ଭଦ୍ରକ ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁଇଟି ଲୋକସଭା କ୍ଷେତ୍ରର ତିନିଟି ନିର୍ବାଚନମଣ୍ଡଳୀରେ ନବୀନ ପ୍ରଚାର କରିବେ । ପ୍ରଥମେ ସକାଳ ୧୦ଟାରେ କେନ୍ଦୁଝର ନିର୍ବାଚନମଣ୍ଡଳିରେ ମୁଖ୍ଯମନ୍ତ୍ରୀ ପହଞ୍ଚି ପ୍ରଚାର କରିବେ।ଏକ ଜନସଭାରେ ଉଦବୋଧନ [...]
Odiaଆଜି ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, କାଲି ପୁରୀରେ ରୋଡ୍ ଶୋ’
ଭୁବନେଶ୍ଵର – ନିର୍ବାଚନ ପ୍ରଚାର ପାଇଁ ଆଜି ସନ୍ଧ୍ୟାରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତାକାଲି ସକାଳେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ ୮ଟାରେ ରୋଡ୍ ଶୋ’ କରିବେ ମୋଦି। ଏହାପରେ ଅନୁଗୁଳ ଯାଇ ଏକ ଜନସଭାକୁ ସମ୍ବୋଧନ କରିବା ସହ କଟକରେ ଦିନ ସାଢେ ୧୧ଟାରେ ଜନ ସମାବେଶ କରିବେ। ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି। ସାଧାରଣ [...]
Odiaକାଲି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ , ବୁଥ ଅଭିମୁଖେ ପୋଲିଂ ପାର୍ଟି : ସୁରକ୍ଷା ପାଇଁ ୧୦୨ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବାହିନୀ
ଭୁବନେଶ୍ୱର – ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ। ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ୫ ଲୋକସଭା ସହ ୩୫ ବିଧାନସଭା ଆସନରେ ହେବ ଭୋଟ୍ ଗ୍ରହଣ କରାଯିବ । ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ସଂସଦୀୟ କ୍ଷେତ୍ର ଏବଂ ଏସବୁ କ୍ଷେତ୍ର ଅଧୀନସ୍ଥ ୩୫ଟି ବିଧାନସଭା ଆସନରେ ହେବ ମତଦାନ । ୩୫ଟି ବିଧାନସଭା [...]
Odiaଶ୍ରୀ ରାମଚରିତ ମାନସ: ଅଯୋଧ୍ୟା କାଣ୍ଡ
॥ ଅଯୋଧ୍ୟା କାଣ୍ଡ ॥ ପିତହି ବୁଝାଇ କହହୁ ବଲି ସୋଈ । ଚୌଥେଂପନ ଜେହିଂ ଅଜସୁ ନ ହୋଈ ॥ ତୁହ୍ମ ସମ ସୁଅନ ସୁକୃତ ଜେହିଂ ଦୀହ୍ନେ । ଉଚିତ ନ ତାସୁ ନିରାଦରୁଇ କୀହ୍ନେ ॥ ଭାବାର୍ଥ :- ମାତା କୈକେୟୀ ଶ୍ରୀରାମଙ୍କୁ କହିଲେ, ମୁଁ ତୁମ ପାଇଁ ରାଣ ପକାଇ ସମର୍ପଣ ଭାବ ସହିତ ସତ୍ୟ କରି କହୁଛି, ତୁମେ ପିତାଙ୍କୁ ବୁଝାଇ ସେହି କଥା କୁହ, ଯେପରି ତାଙ୍କର ଜୀବନର [...]
Odiaଗୀତା ଉପଦେଶ: ଭଗବତ୍ ପ୍ରାପ୍ତିର ଯାତ୍ରା ଶ୍ରଦ୍ଧାଠାରୁ ଆରମ୍ଭ ହୁଏ
ଶ୍ରୀମଦ୍ ଭଗବଦ୍ ଗୀତାରେ ଅର୍ଜ୍ଜୁନ ଭଗବାନ ଶ୍ରୀକୃଷ୍ଣଙ୍କୁ ଅସଫଳ ଯୋଗୀଙ୍କର ଭାଗ୍ୟ ସମ୍ପର୍କରେ ପଚାରୁଛନ୍ତି – ଅର୍ଜୁନ ଉବାଚ : ଅଯତିଃ ଶ୍ରଦ୍ଧୟୋପେତୋ ଯୋଗାଚ୍ଚଳିତମାନସଃ। ଅପ୍ରାପ୍ୟ ଯୋଗସଂସିଦ୍ଧିଂ କାଂ ଗତିଂ କୃଷ୍ଣ ଗଚ୍ଛତି। ଅର୍ଥାତ ଅର୍ଜୁନ କହିଲେ : ହେ ଶ୍ରୀକୃଷ୍ଣ! ଯେଉଁ ଯୋଗୀମାନେ ବିଶ୍ୱାସର ସହିତ ଏହି ମାର୍ଗରେ ଯାତ୍ରା ଆରମ୍ଭ କରନ୍ତି, କିନ୍ତୁ ଅସଂଯତ ମନ ଯୋଗୁଁ ଯଥେଷ୍ଟ ଉଦ୍ୟମ କରିପାରନ୍ତି ନାହିଁ, ସେମାନେ ଏହି ଜୀବନରେ ଯୋଗର ଲକ୍ଷ୍ୟସ୍ଥଳରେ ପହଞ୍ଚି ପାରନ୍ତି ନାହିଁ [...]
Odiaଘରୁ ଭୋଟ ଦେଲେ ମନମୋହନ ସିଂହ, ଆଡଭାନୀ
ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନର ଚାରି ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଅବଶିଷ୍ଟ ତିନି ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି। ଷଷ୍ଠ ପର୍ଯ୍ୟାୟରେ ମେ ୨୫ରେ ଦିଲ୍ଲୀରେ ମତଦାନ ଅନୁଷ୍ଠିତ ହେବ। ଏଥର ଭୋଟ ପ୍ରତିଶତ ବୃଦ୍ଧି କରିବାକୁ ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ ୮୫ ବର୍ଷରୁ ଅଧିକ ବୟସ୍କ ଏବଂ ଭିନ୍ନକ୍ଷମ ଭୋଟରଙ୍କ ପାଇଁ ଘରୁ ଭୋଟ୍ ଦେବା ବ୍ୟବସ୍ଥା କରିଛନ୍ତି। ତଦନୁସାରେ ଶୁକ୍ରବାର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ [...]
