ଫେବ୍ରୁଆରୀ ୧୫ରୁ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର – ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେବ ।

ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବ୍ରୁଆରୀ ୧୫ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ଯାଏ ଚାଲିବ। କିନ୍ତୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବ୍ରୁଆରୀ ୧୫ରେ ଆରମ୍ଭ ହୋଇ ମାର୍ଚ୍ଚ ୧୩ରେ ଶେଷ ହେବ। ପ୍ରଥମ ଦିନ ଦୁଇଟି ସେସନ୍ସରେ ପରୀକ୍ଷା ହେବ ।

Comments are closed.