ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ Odiaଓଡ଼ିଶା By Newsroom Odisha Network On Jul 2, 2024 Share ଭୁବନେଶ୍ବର- ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି ଆଦିତ୍ୟ ମହାପାତ୍ର। ପୂର୍ବରୁ ନବୀନ ପଟ୍ଟନାୟକଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ଏବେ ସେ ତାଙ୍କର ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। Share FacebookTwitterGoogle+WhatsAppEmailPinterestFacebook MessengerLinkedin
Comments are closed.