ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ: ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ଉପସ୍ଥ।ପନ ଓ ସବିଶେଷ ଆଲୋଚନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅନ୍ୟ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ,…
Read More...