Odia ଓଡ଼ିଶା ଖେଳ ଦେଶ ପଶ୍ଚିମ ଓଡିଶା ବିଦେଶ ମନୋରଞ୍ଜନ ସଂସ୍କୃତି ଓ ପରମ୍ପରା
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ଗତ ୨୯ ଜୁଲାଇରେ ବ୍ୟାଙ୍କ…
Read More...
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା…
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ…
Read More...
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା…
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ 'ନ୍ୟାୟ ସଂହିତା ପ୍ରଦର୍ଶନୀ'ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ…
Read More...
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱରର: ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର…
Read More...
ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…
Read More...
ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର
ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।
ସେମାନେ ହେଲେ ବିଜୁ…
Read More...
ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର: ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି…
Read More...
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ,…
Read More...
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା…
Read More...
ଦୃଷ୍ଟିହୀନଙ୍କ ପାଇଁ ଜୀବନ ବ୍ୟାପି ସାଧନାକୁ ସମ୍ମାନ: ଶିକ୍ଷାବିତ୍…
ଭୁବନେଶ୍ବର: ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍, ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ l ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି…
Read More...
ଛୁଟିରେ ଗଲେ ସାରା ରାଜ୍ୟର ଓଏଏସ ଓ ଓଆରଏସ ଅଧିକାରୀ, ପ୍ରଶାସନିକ…
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଘୋଷାଡି ଘୋଷାଡି ଆକ୍ରମଣ ଘଟଣାର ପ୍ରତିବାଦରେ ଗତକାଲି ସୁଦ୍ଧା ରାଜ୍ୟର ୧୬ ଟି ଜିଲ୍ଲାର ଓଏଏସ ସଂଘ ଛୁଟିରେ ଯାଇଥିଲେ।…
Read More...
ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ; ସୁରକ୍ଷା ପାଇଁ ୩ ସୂତ୍ରୀ…
ଭୁବନେଶ୍ୱର: ଆଜି ପୁରୀ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସୁରକ୍ଷା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।…
Read More...
ନକଲି ୱେବସାଇଟ ବିରୋଧରେ କ୍ରାଇମବ୍ରାଞ୍ଚର ଦୃଢ କାର୍ଯ୍ୟାନୁଷ୍ଠାନ, ୨୩…
ଭୁବନେଶ୍ବର: ରାଜ୍ୟ କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍ ୟୁନିଟ୍…
Read More...
ପୁରୀ ରଥଯାତ୍ରାରେ ପୁଣି ଅଘଟଣ, ଦଳାଚକଟାରେ ୩ ମୃତ, ବହୁ ଆହତ
ପୁରୀ: ପୁରୀ ରଥଯାତ୍ରାରେ ପୁଣି ଅଘଟଣ। ବିଳମ୍ବିତ ରାତିରେ ରଥ ସମ୍ମୁଖରେ ଦଳାଚକଟା ଯୋଗୁଁ ୩ ଭକ୍ତଙ୍କ ମୃତ୍ଯୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଥିବା ସୂଚନା ମିଳିଛି। ଦ୍ବିତୀୟାରେ…
Read More...
ସରକାରର ବର୍ଷପୂର୍ତ୍ତିରେ ନବୀନଙ୍କ ସମାଲୋଚନା: ବିଜ୍ଞାପନରେ ବିକାଶ…
ଭୁବନେଶ୍ବର: ଲମ୍ବା ଭାଷଣ ଓ ବଡ ବଡ ହୋର୍ଡିଂ ବିଜ୍ଞାପନରେ ବିକାଶ ହୁଏନି। ବିକାଶ ପାଇଁ ଆନ୍ତରିକତା ରହିବା କଥା, ଯାହାକି ବର୍ତ୍ତମାନ ସରକାର ପାଖରେ ନାହିଁ। ବିଜେପି ସରକାରକୁ ଆଜି ଏଭଳି ଶାଣିତ…
Read More...