ପ୍ରଦୀପଙ୍କ ବିରୋଧରେ ବିଷ ଓଗାଳିଲେ ବିଧାୟକ ରମେଶ ଜେନା
ବ୍ରହ୍ମପୁର- ଚାକିିରି ଠକେଇ ମାମଲାରେ ଛନ୍ଦି ହୋଇ ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଅଭିଯୋଗର ଲମ୍ବା ଫର୍ଦ ଖୋଲିଛନ୍ତି ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା । ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଦୀପ ପାଣିଗ୍ରାହୀଙ୍କ ଉପରେ…