ରାଧାନାଥ ରଥଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସାହିତ୍ୟିକ ପଦ୍ମଭୂଷଣ ରାଧାନାଥ ରଥଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଧାନାଥ ରଥଙ୍କ ଦ୍ୱାରା ରଚିତ ଉଚ୍ଚକୋଟିର କବିତା, ଗଳ୍ପ, ଓଡିଶା ସାହିତ୍ୟ ଜଗତକୁ ରୁଦ୍ଧିମନ୍ତ କରିଛି…