ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ସାଧାରଣ ଲୋକର ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ…